୨୪ଘଂଟାରେ ଦଶହଜାରେ୩୧ଚିହ୍ନଟ,୧୭ମୃତ
ଭୁବନେଶ୍ୱର,୧୦/୫(ଏସଏସନିୟୁଜ) ଆଜି ରାଜ୍ୟରେ ୧୦ହଜାରେ ୩୧ କରୋନାସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୧୩୨୯ ସୁନ୍ଦରଗଡରୁ ୮୨୪, କଟକରୁ ୭୨୦, ପୁରୀରୁ ୭୦୮, ଅନୁଗୁଳରୁ ୪୫୬, ବରଗଡରୁ ୪୫୦, କଳାହାଣ୍ଡିରୁ ୪୩୩, ଝାରସୁଗୁଡାରୁ ୪୧୮, ଯାଜପୁରରୁ ୩୨୮, ନୂଆପଡାରୁ ୩୧୧,ନବରଙ୍ଗପୁରରୁ ୩୦୬, ସମ୍ବଲପୁରରୁ ୩୦୨, ବଲାଙ୍ଗରରୁ ୨୭୪, ଷ୍ଟେଟପୁଲରୁ ୨୭୧, ନୟାଗଡରୁ ୨୬୯, ଭଦ୍ରକରୁ ୨୪୮, ଢେଙ୍କାନାଳରୁ ୨୪୪, କେନ୍ଦ୍ରାପଡାରୁ ୨୪୩, ଗଞ୍ଜାମରୁ ୨୦୯, ମୟୂରଭଞ୍ଜରୁ ୨୦୭, ବୌଦ୍ଧରୁ ୧୮୩, ସୁବର୍ଣ୍ଣପୁରରୁ ୧୬୯, କେନ୍ଦୁଝରରୁ […]