ଆଜିର ରାଶିଫଳ
ଏପ୍ରିଲ ମାସ ୩୦ ତାରିଖ ୨୦୨୧ ମସିହା(ଶୁକ୍ରବାର)ବୈଶାଖ ମାସ-କୃଷ୍ଣପକ୍ଷ,ତିଥି-ଚତୁର୍ଥୀ ,ତୁଳା ଓ କୁମ୍ଭ ରାଶିର ଘାତ ଚନ୍ଦ୍ର,ବିଛା,ଧନୁ ଓ ମୀନ ରାଶିର ଘାତବାର,ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ମୂଳା, ବେଲ ଭକ୍ଷଣ ନିଷେଧ । ମେଷ:-କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ […]