ଆଜିର ରାଶିଫଳ
ଫେବୃଆରୀ ୦୪ ତାରିଖ ୨୦୨୧ ମସିହା(ଗୁରୁବାର),ମାଘମାସ-କୃଷ୍ଣପକ୍ଷ,ତିଥି-ସପ୍ତମୀ,ଅଷ୍ଟମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ, ତାଳ ଓ ନଡିଆ ଭକ୍ଷଣ ନିଷେଧ । ମେଷ-ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି। ବୃଷ-ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ […]