ଆଜିର ରାଶିଫଳ
ଜାନୁଆରୀ ୩୧ ତାରିଖ ୨୦୨୧ ମସିହା(ରବିବାର),ମାଘମାସ-କୃଷ୍ଣପକ୍ଷ,ତିଥି-ତୃତୀୟା,କର୍କଟ ଓ ମକର ରାଶିର ଘାତଚନ୍ଦ୍ର,ମେଷ ରାଶିର ଘାତବାର,ତୃତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ପୋଟଳ ଓ ମୂଳା ଭକ୍ଷଣ ନିଷେଧ । ମେଷ–ପରିବହନ ପାଇଁ ଦିନଟି ବହୁତ ଶୁଭଙ୍କରୀ ହେବ । ବହୁଦିନରୁ ହଜି ଯାଇଥିବା ବା ଚୋରି ଯାଇଥିବା ଜିନିଷର ହଠାତ୍ ଖୋଜ ଖବର ପାଇପାରନ୍ତି। ବୃଷ-ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ।ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣର ସୁଯୋଗ […]