ଆଜିର ରାଶିଫଳ
🙏ମାଁ ପରମେଶ୍ବରୀ ନମଃ🙏 ମାସ- କାର୍ତ୍ତିକ,ପକ୍ଷ- ଶୁକ୍ଳ,ତାରିଖ-୧୬-୧୧-୨୦୨୧, ମଙ୍ଗଳବାର.ତିଥି- ଦ୍ବାଦଶୀ,ନକ୍ଷତ୍ର- ରେବତୀ,ଚନ୍ଦ୍ର ଶୁଦ୍ଧି- ବୃଷ ମିଥୁନ କର୍କଟ କନ୍ୟା ତୁଳା ବିଛା ମକର କୁମ୍ଭ ମୀନ ରାଶି ଜାତ ବ୍ୟକ୍ତିଙ୍କର ଚନ୍ଦ୍ର ଶୁଦ୍ଧି ଓ ଘାତ ଚନ୍ଦ୍ର ଧନୁ ରାଶିର ଘାତ ଚନ୍ଦ୍ର ରାତ୍ରି ଘ୦୮-୧୨ମି ଗତେ ମିଥୁନ କର୍କଟ ସିଂହ ତୁଳା ବିଛା ଧନୁ କୁମ୍ଭ ଓ ମୀନ ରାଶି ଜାତ ବ୍ୟକ୍ତିଙ୍କର ଚନ୍ଦ୍ର ଶୁଦ୍ଧି ଓ ଘାତ ଚନ୍ଦ୍ର ମେଷ ରାଶିର ଘାତ ଚନ୍ଦ୍ର,ନିଷିଦ୍ଧ […]