ବାଣ ମାରିଲେ କ୍ୟାପଟେନ୍
୧-ଟି-୨୦ ବିଶ୍ୱକପ୍: ୱାର୍ମ ଅପ୍ ମ୍ୟାଚ୍ରେ ଅଷ୍ଟ୍ରେଲିଆ ଠାରୁ ଭାରତର ସହଜ ବିଜୟ, ରୋହିତ ଶର୍ମାଙ୍କ ଅର୍ଦ୍ଧଶତକ । ୨-ମମିତା ମର୍ଡର ମିଷ୍ଟ୍ରୀ: ଚାରିଆଡ଼େ ବିକ୍ଷୋଭ, ମନ୍ତ୍ରୀଙ୍କୁ ବହିଷ୍କାର ଓ ଗିରଫ ଦାବି ତେଜୁଛି . ୩-ମନ୍ତ୍ରୀଙ୍କ ବହିଷ୍କାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଜାତୀୟ ମହିଳା କମିସନ ୪-ମୁଖ୍ୟମନ୍ତ୍ରୀ ତୁରନ୍ତ ଦୋଷୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ – ଧର୍ମେନ୍ଦ୍ର ପ୍ରଧାନ । ୫-ମୁଖ୍ୟମନ୍ତ୍ରୀ ଗୃହରାଷ୍ଟ୍ର ମନ୍ତ୍ରୀଙ୍କୁ ବହିସ୍କାର କରି ଇତିହାସ ସୃଷ୍ଟି କରନ୍ତୁ […]