ଛଅ ଦିଗରୁ ଘେରିବ ବାୟୁସେନା
୧. ଟୋକିଓ ପାରାଲିମ୍ପିକ୍ସରେ ପ୍ରଥମ ଭାରତୀୟ ବ୍ୟାଡ୍ମିଣ୍ଟନ ଖେଳାଳି ଭାବେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ରଚିଥିବା ଓଡ଼ିଆ ପୁଅ ପ୍ରମୋଦ ଭଗତଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି । ୨. ଜାତିସଂଘ ସୁରକ୍ଷା ପରିଷଦ ବିତର୍କରେ ଭାରତର ମତ : ଆତଙ୍କବାଦ କ୍ଷେତ୍ରରେ ତାଲିବାନ ନିଜର ପ୍ରତିଶ୍ରୁତି ପାଳନ କରୁ । ୩. ଆସନ୍ତା ମାସରେ ଖେଳାଯିବାକୁ ଥିବା ଟ୍ବେଣ୍ଟି୨୦ ବିଶ୍ବକପ୍ ନିମନ୍ତେ ଭାରତୀୟ କ୍ରିକେଟ୍ ଦଳର ମାର୍ଗଦର୍ଶକ ଭାବେ ନିଯୁକ୍ତ ହୋଇଛନ୍ତି ପୂର୍ବତନ […]