Browsing daily archive

January 3, 2022

NITରେ କରୋନା

ରାଉରକେଲା, ୩/୧(ଏସଏସନିୟୁଜ) ରାଉରକେଲା ଏନଆଇଟିର ୩ ଛାତ୍ରଛାତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବାର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।ଏହି ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ ଛାତ୍ର ଓ ଜଣେ ଜଣେ ଛାତ୍ରୀଙ୍କ ରିପୋର୍ଟ କରୋନା ପଜିଟିଭ୍ ଆସିଛି । ତେବେ ୩ ଜଣଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ବେଳେ ସେମାନଙ୍କୁ ଆଇସୋଲେସନରେ ରଖାଯାଇଥିବାର ଜଣାପଡିଛି ।

ଆଜିର ରାଶିଫଳ

ମାଁ ପରମେଶ୍ବରୀ ନମଃ ,ମାସ- ପୌଷ,ପକ୍ଷ- ଶୁକ୍ଳ,ତିଥି- ପ୍ରତିପଦ ,ଚନ୍ଦ୍ର ଶୁଦ୍ଧି-ମିଥୁନ କର୍କଟ କନ୍ୟା ଧନୁ ମକର ମୀନ ରାଶିଜାତ ବ୍ୟକ୍ତିଙ୍କର ଚନ୍ଦ୍ର ଶୁଦ୍ଧି ଓ ଘାତ ଚନ୍ଦ୍ର ତୁଳା ଓ କୁମ୍ଭ ରାଶିର ଘାତ ଚନ୍ଦ୍ର ସଂନ୍ଧ୍ୟା ଘ ୦୬-୫୮ମି ଗତେ ମେଷ ବୃଷ କର୍କଟ କନ୍ୟା ବିଛା ଧନୁ ମକର ମୀନ ରାଶି ଜାତ ବ୍ୟକ୍ତିଙ୍କର ଚନ୍ଦ୍ର ଶୁଦ୍ଧି ଓ ଘାତ ଚନ୍ଦ୍ର ସିଂହ ରାଶିର ଘାତ ଚନ୍ଦ୍ର,ପ୍ରତିପଦ ର ଏକୋଦ୍ଦିଷ୍ଟ ଓ ପାର୍ବଣ […]

ଆଜିର ଅନୁଚିନ୍ତା

🦋ଟିକିଏ ଥଣ୍ଡା ମୁଣ୍ଡରେ ଭାବି ଦେଖନ୍ତୁ ଏତେ ରାଗ , ରୁଷା , ଅଭିମାନ , ଇର୍ଷା କ’ଣ ପାଇଁ , ଥରେ ନିଶ୍ବାସ ବନ୍ଦ ହୋଇଗଲେ ସବୁ ଶେଷ ହୋଇଯାଏ । 🦋କଥାରେ ଅଛି ପକେଟରେ ଟଙ୍କା ଥିଲେ ଦୁନିଆଁ ଲୋକଙ୍କୁ ଚିହ୍ନିବ ” ଆଉ “ଟଙ୍କା ନ ଥିଲେ ନିଜ ଲୋକଙ୍କୁ ଚିହ୍ନିବ। 🦋ତ୍ଯାଗ ବିନା କିଛି ମଧ୍ୟ ପାଇବା ସମ୍ଭବ ନୁହେଁ କାରଣ ଏଠି ଗୋଟିଏ ନିଃଶ୍ବାସ ନେବା ପାଇଁ ମଧ୍ୟ ପ୍ରଥମ […]

ପଶ୍ଚିମବଙ୍ଗରେ ହୁ ହୁ ହୋଇ ବଢୁଛି..

୧. ପୂର୍ବତଟ ରେଳବାଇ ଅର୍ନ୍ତଗତ ହାୱାଡାରୁ ଜଗଦଲପୁର ମଧ୍ୟରେ ଚଳାଚଳ କରୁଥିବା ସମଲେଶ୍ୱରୀ ଏକ୍ସପ୍ରେସ ସୋମବାର ଠାରୁ ଚଳାଚଳ ଆରମ୍ଭ କରିବ। ୨. ରାଜ୍ୟରେ ରବିବାର ଗୋଟିଏ ଦିନରେ ଆଉ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି। ୩. ମହାମାରୀ ତୃତୀୟ ବର୍ଷରେ ପହଞ୍ଚିଥିବା ବେଳେ ୨୦୨୨ରେ ଏହା ଶେଷ ହେବ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ମୁଖ୍ୟ ଟେଡ୍ରୋସ୍‌ ଆଧାନମ ଘେବ୍ରେୟେସସ୍‌ ଆଶାବ୍ୟକ୍ତ […]