Browsing daily archive

April 1, 2022

ଆଜିର ରାଶିଫଳ

ଅପ୍ରେଲ ମାସ ୦୨ ତାରିଖ ୨୦୨୨ ମସିହା(ଶନିବାର) ଚୈତ୍ର-ଶୁକ୍ଳପକ୍ଷ,ତିଥି- ପ୍ରତିପଦ ,ମେଷ ରାଶିର ଘାତଚନ୍ଦ୍ର,ବୃଷ,ସିଂହ ଓ କନ୍ୟା ରାଶିର ଘାତବାର,ପ୍ରତିପଦର ଏକୋଦିଷ୍ଟ ଓ ଦ୍ଵିତୀୟାର ପାର୍ବଣ ଶ୍ରାଦ୍ଧ,ପାଣିକଖାରୁ ,ବୋଇତୀକଖାରୁ ଭକ୍ଷଣ ନିଷେଧ। ମେଷ👉ମନ ଭିତରର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ।ଆପଣଙ୍କ ରୁଚିପୂର୍ଣ୍ଣ ବ୍ୟବହାରରୁ ପ୍ରଶଂସିତ ହେବେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି। ସାଂଗଠନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ ପଦସ୍ଥବ୍ୟକ୍ତିଙ୍କ ଶ୍ରଦ୍ଧାଭାଜନ ହୋଇପାରନ୍ତି। ବୃଷ👉ଅସ୍ବାଭାବିକ ଚିନ୍ତାଧାରାର […]

ମୋବସ-ବୁଲେଟ ମୁହାଁମୁହିଁ ଧକାରେ ଚାଲିଗଲା ଜଣଙ୍କ ଜୀବନ

ବାରଙ୍ଗ,୧/୪(ଏସ ଏସ ନିଉଜ)କଟକ ସୁବାଷ ବୋଷ ସେତୁ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି।ଅନ୍ୟଜଣେ ଗୁରୁତର ଅଛନ୍ତି।ସୂଚନାନୁସାରେ ଶୁକ୍ରବାର ରାତି ପ୍ରାୟ ୭ଟା ସମୟରେ ସୁବାଷ ବୋଷ ସେତୁ ଉପରେ କଟକରୁ ଭୁବନେଶ୍ୱର ଆଭିମୁଖେ ଆସୁଥିବା ଏକ ମୋ ବସ ସହିତ ବିପରୀତ ଦିଗରୁ ଆସୁଥିବା ଏକ ବୁଲେଟ ସହ ମୁହାମୁହିଁ ଧକ୍କା ହୋଇଥିଲା।ଧକ୍କା ହେବା ଫଳରେ ବୁଲେଟରେ ବସିଥିବା ଦୁଇଜଣଙ୍କ ମଧ୍ୟରୁ ଗାଡ଼ି ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣଙ୍କୁ […]