Browsing daily archive

April 18, 2022

ଆଜିର ରାଶିଫଳ

ଅପ୍ରେଲ ମାସ ୧୯ ତାରିଖ ୨୦୨୨ମସିହା(ମଙ୍ଗଳବାର)ବୈଶାଖ-କୃଷ୍ଣପକ୍ଷ,ତିଥି- ତୃତୀୟା , ସୁର୍ୟୋଦୟ-ପ୍ରାତଃ ଘ୦୫/୩୧/୦୦,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୩/୪୯,ମକର ରାଶିର ଘାତବାର,ତୃତୀୟାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ପୋଟଳ ଭକ୍ଷଣ ନିଷେଧ। 🐏ମେଷ👉ଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ ।ପୂରାତନ ସମସ୍ୟାର ଅନ୍ତ ଘଟିବ। ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି। 🐮ବୃଷ👉ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସମ୍ପତ୍ତିକୁ […]