Browsing daily archive

May 15, 2022

ରବିବାରର ରାଶିଫଳ

ମଇ ମାସ ୧୫ ତାରିଖ ୨୦୨୨ ମସିହା(ରବିବାର) ବୈଶାଖ-ଶୁକ୍ଳପକ୍ଷ,ତିଥି- ଚତୁର୍ଦ୍ଦଶୀ ଦିବା ଘ୧୨/୫୫ ପର୍ଯ୍ୟନ୍ତ ତଦନ୍ତେ ପୂର୍ଣିମା, ବୃଷ ସଂକ୍ରାନ୍ତି,ସୁର୍ୟୋଦୟ-ପ୍ରାତଃ ଘ୦୫/୧୫/୪୦,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୦/୨୯,ମେଷ ରାଶିର ଘାତବାର,ଚତୁର୍ଦ୍ଦଶୀ ଓ ପୂର୍ଣ୍ଣିମା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବିରି ଦିବା ଘ ୧୨/୫୫ ପର୍ଯ୍ୟନ୍ତ ତଦନ୍ତେ ଆମିଷ ଭକ୍ଷଣ ନିଷେଧ। ମେଷ👉:-କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟି ପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ […]