Browsing daily archive

May 19, 2022

ଆଜିର ରାଶିଫଳ

ଶୁକ୍ରବାର,୨୦୨୨ ମସିହା ମଇ ମାସ ୨୦ ତାରିଖ, ଜେଷ୍ଠ ମାସ- କୃଷ୍ଣପକ୍ଷ, ତିଥି- ପଞ୍ଚମୀ , ସୁର୍ୟୋଦୟ -ପ୍ରାତଃ ଘ୫/୧୩/୨୪,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୨/୦୬,ଯାତ୍ରା ଶୁଭ,ବ୍ରତପୟୋନ, ବିବାହ ଓ ପାଣିଗ୍ରହଣ,ବିଛା, ଧନୁ ଓ ମୀନର ଘାତବାର,ସିଂହ ରାଶିର ଘାତଚନ୍ଦ୍ର,ପଞ୍ଚମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବେଲ ଦିବା ଘ୫/୨୯ ଗତେ ନିମ୍ବ ଭକ୍ଷଣ ନିଷେଧ। 🐏ମେଷ👉ଆଜି ଆପଣ ଘରେ ଝଗଡ଼଼ା କରିପାରନ୍ତି, ନିଜ ରାଗକୁ ନିୟନ୍ତ୍ରଣରେ ରଖନ୍ତୁ । ଏହି ଝଗଡ଼ା ଘରର ସଫା ସୁତୁରା କିମ୍ବା କର୍ତ୍ତବ୍ୟକୁ […]

କଟକଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

କଟକ,୧୯/୫(ଏସ ଏସ ନିଉଜ)କଟକର ଅଧିଷ୍ଠାତ୍ରୀ ଦେବୀ ମା କଟକ ଚଣ୍ଡୀ । ହଜ଼ାର ହଜ଼ାର ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସର ପୀଠ.ଏହି ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା । ଭକ୍ତ ମାନଙ୍କ ପାଇଁ ବିଭନ୍ନ ସୁବିଧା ସୁଯୋଗ ସହିତ ଏକ ସୁନ୍ଦର ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରାଯିବ। କାମ ଏକ ବର୍ଷରେ ଶେଷ ହେବ।5T initiative ଅଧୀନରେ integrated […]

ରାଜଧାନୀରେ ଚର୍ଚ୍ଚା…

ଭୁବନେଶ୍ବର’୧୯/୫(ଏସ ଏସ ନିଉଜ) ଇନଫୋସିସ୍ ଥାନା ଅଧୀନ ଶିଖରଚଣ୍ଡୀ ପାହାଡ଼ରୁ ଯୁବକଙ୍କ ଅର୍ଦ୍ଧଦଗ୍ଧ ଶବ ଉଦ୍ଧାର କରିଛି ପୋଲିସ ।ବିଳମ୍ବିତ ରାତ୍ରିରେ ଯୁବକଙ୍କୁ ହତ୍ୟା କରିବା ପରେ ହତ୍ୟାକାରୀମାନେ ଶବକୁ ଜାଳି ଦେବାକୁ ପ୍ରୟାସ କରିଥିବାର ଅନୁମାନ କରିଛି ପୋଲିସ ।ମୃତ ଯୁବକ ହେଉଛନ୍ତି ନନ୍ଦନକାନନ ଥାନା ଅଧିନସ୍ତ ବାଲିପଡ଼ା ଗ୍ରାମର ଲଲାଟେନ୍ଦୁ ପ୍ରଧାନଙ୍କ ୨୨ ବର୍ଷ ପୁଅ ଅବିନାଶ ପ୍ରଧାନ ।ଅବିନାଶକୁ କାହିଁକି ହତ୍ୟା କରି ପୋଡିବା ଭଳି ଜଘନ୍ୟ କାମ କରାଗଲା ତାହାକୁ ନେଇ […]