ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ
ଭୁବନେଶ୍ବର,୧୯/୭(ଏସଏସନିଉଜ) ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ ନିଷ୍ପତ୍ତି ନେଇ ବିଧାନସଭାରେ ଅବଗତ କରିଛନ୍ତି ସଂସଦୀୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ। ଏଥିରେ ଆଇ ଟି ପଲିସି-୨୦୨୨କୁ ବି କ୍ୟାବିନେଟ ଅନୁମୋଦନ କରିଛି।୨ଟି ଜିଲ୍ଲାରେ ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ୍ର ଅନୁମୋଦନ ମିଳିଛି ।ରାୟଗଡ଼ା ଜିଲ୍ଲାର ୧୫ ପଞ୍ଚାୟତ, କୋରାପୁଟର ୩୧ ପଞ୍ଚାୟତକୁ ମିଳିବ ପାଣି ।ପୁରୀରେ୧୩୫କୋଟି ବନିଯୋଗରେ ନିର୍ମାଣ ହେବ ଧର୍ମଶାଳା ।ପର୍ୟ୍ୟଟକଙ୍କ ସୁବିଧା ପାଇଁ ପୁରୀରେ ଧର୍ମଶାଳା ପ୍ରକଳ୍ପକୁ କ୍ୟାବିନେଟ ମଂଜୁରୀ ମିଳିଛି […]