ଆଜିର ରାଶିଫଳ
ଜୁଲାଇ ମାସ ୨୧ ତାରିଖ ୨୦୨୨ ମସିହା(ଗୁରୁବାର)ଶ୍ରାବଣ-କୃଷ୍ଣପକ୍ଷ ,ତିଥି- ଅଷ୍ଟମୀ ଦିବା ଘ୦୮/୦୬ ପର୍ୟ୍ୟନ୍ତ ତଦନ୍ତେ ନବମୀ ,ସୁର୍ୟୋଦୟ-ପ୍ରାତଃ ଘ୦୫/୨୨/୫୮ ,ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୬/୨୪/୩୧ ,ମେଷ ରାଶିର ଘାତଚନ୍ଦ୍ର ,ତୁଳା ଓ କୁମ୍ଭ ରାଶିର ଘାତବାର ,ନବମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ନଡିଆ ଦିବା ଘ ୦୮/୦୬ ଗତେ ଲାଉ ଭକ୍ଷଣ ନିଷେଧ ମେଷ-ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ […]