ଆସୁଛି ଆଉ ଏକ ଲଘୁଚାପ
ଭୁବନେଶ୍ୱର ,୨/୭(ଏସଏସନିଉଜ) ୪ ତାରିଖରୁ ରାଜ୍ୟର ଉତ୍ତର ଓଡ଼ିଶା ଓ ତତ୍ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଗାମୀ ୮ ଦିନ ପର୍ୟ୍ୟନ୍ତ ବର୍ଷା ଲାଗି ରହିବ । ସୃଷ୍ଟି ହେବାକୁ ଥିବା ଏହି ଲଘୁଚାପ ସମ୍ପର୍କରେ ଏବେ ଠାରୁ କିଛି ସଠିକ୍ ଆକଳନ କରାଯାଇ ନଥିବାବେଳେ ଦିନେ ଦୁଇ ଦିନ ମଧ୍ୟରେ ସ୍ପଷ୍ଟ ଚିତ୍ର ମିଳିପାରିବ ବୋଲି ପାଣିପାଗ ବିଭାଗ କହିଛି । ଯଦି ଏହି […]