Browsing daily archive

August 1, 2022

ଆଜିର ରାଶିଫଳ

ଜାଗ୍ରଦଗୌରି ପଞ୍ଚମୀ ,୨୦୨୨ ମସିହା ଅଗଷ୍ଟ ମାସ ୨ ତାରିଖ (ମଙ୍ଗଳବାର)ଶ୍ରାବଣମାସ –ଶୁକ୍ଳପକ୍ଷ ,ତିଥି-ପଞ୍ଚମୀ ,ସୁର୍ୟୋଦୟ ପ୍ରାତଃ ଘ୦୫/୨୬/୧୪ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୮/୫୬ ,ମକର ରାଶିର ଘାତବାର ,ବୃଷ ରାଶିର ଘାତଚନ୍ଦ୍ର ,ପଞ୍ଚମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ବେଲ ଭକ୍ଷଣ ନିଷେଧ ।  ମେଷ-ଆଜି ଦିନଟି ମଧ୍ୟମ ଧରଣର ରହିବ । ପରିବାରର ସଦସ୍ୟଙ୍କ ସଙ୍ଗେ ଯୁକ୍ତିତର୍କ ଓ ଝଗଡା ନିଶ୍ଚିତ ହେବ । ଏପରି ଛୋଟ କଥାରେ କଳି ଦ୍ୱାରା ଆପଣଙ୍କ ମାନସିକ ଅସ୍ଥିରତା […]