Browsing daily archive

August 2, 2022

ଆଜିର ରାଶିଫଳ

୨୦୨୨ ମସିହା ଅଗଷ୍ଟ ମାସ ୩ ତାରିଖ (ବୁଧବାର)ଶ୍ରାବଣ ମାସ –ଶୁକ୍ଳପକ୍ଷ ,ତିଥି-ପଞ୍ଚମୀ ପ୍ରାତଃ ଘ୫/୪୨ ତଦନ୍ତେ ଷଷ୍ଠୀ ,ସୁର୍ୟୋଦୟ ପ୍ରାତଃ ଘ୦୫/୨୬/୩୪ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୮/୨୫ ,କର୍କଟ ରାଶିର ଘାତବାର ,ବୃଷ ରାଶିର ଘାତଚନ୍ଦ୍ର ,ଷଷ୍ଠୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ନିମ୍ବ ଭକ୍ଷଣ ନିଷେଧ ।  ମେଷ-ଆଜି ଶୁଭ ଫଳ ପାଇବେ । ସକାରାତ୍ମକ ମାନସିକତା ରହିବ ଇ ଲୋକ ସମ୍ପର୍କ ବଢିବ । ନିଜର ବ୍ୟବସାୟ ସମ୍ପ୍ରସାରଣ ଯୋଜନା କରିବା ପାଇଁ ଏହା […]

ଏକାଠି ହେଲେ ସୋମନାଥ ଭକ୍ତ

ବାରଙ୍ଗ,୧/୮ (ଏସଏସନିଜ) ରାଜଧାନୀ ଉପକଣ୍ଠ ଢାଉଆ ଗ୍ରାମରେ ଅବସ୍ଥାପିତ ସୋମନାଥ ମନ୍ଦିର ପରିସରରେ ଶ୍ରାବଣମାସ ର ତୃତୀୟପାଳୀ ସୋମବାରରେ ଏକାଠି ହୋଇଥିଲେ ସୋମନାଥ ପ୍ରେମୀ ଭକ୍ତ । ଆଧ୍ୟାତ୍ମିକ ଅନୁଷ୍ଠାନ ବାବା ସୋମନାଥ ସେନାର ଆହ୍ୱାନ କ୍ରମେ ଭୁବନେଶ୍ୱର ଉତର ନିର୍ବାଚନ ମଣ୍ଡଳୀର ବହୁ ସୋମନାଥ ପ୍ରେମୀ ଭକ୍ତ ଏକାଠି ହୋଇ ବାବା ସୋମନାଥଙ୍କର ଜୟଗାନ କରି ସୋମନାଥଙ୍କ ମହିମା ପ୍ରଚାର ସହ ବାନା ଟେକ ରହିବା ପାଇଁ ଆଲୋଚନା କରିଥିଲେ ।ଏହି ଅବସରରେ ସେନାର ସଭାପତି […]