ଘରେ ପଶି କଳାକନା ବୁଲାଇଲେ ଚୋର
ବାଲିପାଟଣା,୪/୮(ଏସଏସନିଉଜ) ଗତକାଲି ବିଳମ୍ବିତ ରାତିରେ ଦେଉଳି ଗ୍ରାମରେ ଆନନ୍ଦ ବିଶ୍ୱାଳଙ୍କ ଘର ଲୁହା ଆଲମିରା ଭାଙ୍ଗି ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କାର ସୁନା ଓ ରୁପା ଅଳଙ୍କାର ଏବଂ ନଗଦ ଟଙ୍କା ଲୁଟି ନେଇଛନ୍ତି। ଏବିଷୟରେ ବାଲିପାଟଣା ଥାନାରେ ଲିଖିତ ଅଭିଯୋଗ ହେବାପରେ ପୋଲିସ ତଦନ୍ତ ଆରମ୍ଭ କରିଛି । ବିଳମ୍ବିତ ରାତିରେ ଲାଇନ କଟିଯିବାରୁ ପରିବାର ଲୋକେ ଅନ୍ୟ ଏକ ଘରକୁ ଚାଲିଯାଇଥିଲେ। ଏହି ସୁଯୋଗରେ ଚୋରମାନେ ବାଡ଼ି କବାଟ ଭାଙ୍ଗି ଘରେ ପଶି ଆଲମିରାକୁ ଭାଙ୍ଗି […]