ଆଜିର ରାଶିଫଳ
ଅଙ୍ଗଭେଟ ତୃତୀୟା ,୨୦୨୨ ମସିହା ଅଗଷ୍ଟ ମାସ ୧୪ ତାରିଖ (ରବିବାର)ଭାଦ୍ରବ ମାସ -କୃଷ୍ଣପକ୍ଷ ,ତିଥି-ତୃତୀୟା ରା ଘ୧୦/୩୮ ପର୍ଯ୍ୟନ୍ତ ତଦନ୍ତେ ଚର୍ତୁଥୀ ,ସୁର୍ୟୋଦୟ ପ୍ରାତଃ ଘ୦୫/୩୦/୧୭ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୨/୪୭ ,ମେଷ ରାଶିର ଘାତବାର ,ଧନୁ ରାଶିର ଘାତଚ¦â, ତୃତୀୟାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ପୋଟଳ ରାତ୍ରି ଘ୧୦/୩୮ ଗତେ ମୂଳା ଭକ୍ଷଣ ନିଷେଧ । ମେଷ-ସମସ୍ତଙ୍କ ସହଯୋଗ ପାଇବେ। ଜୀବନସାଥୀଙ୍କ ସହ ଭଲ ତାଳମେଳ ରହିବ। ଛାତ୍ରଛାତ୍ରୀ ଲେଖାପଢ଼ାରେ ଅଧିକ ଧ୍ୟାନ ଦିଅନ୍ତୁ। […]