ବ୍ୟାଙ୍କ କହିଲା ଟଙ୍କା ଫେରାଅ।
୧. ଡେବ୍ରିଗଡ଼ ଅଭୟାରଣ୍ୟ ଭିତରେ ଥିବା ୩ଟି ଗାଁ ଭୁଟୁଲି, ରେଂଗାଲି ଓ କୁରୁମ୍କେଲ୍କୁ ଜଙ୍ଗଲ ବାହାରକୁ ସ୍ଥାନାନ୍ତର ପାଇଁ ନିର୍ମାଣାଧୀନ ପୁନର୍ବାସ କଲୋନି କାମର ସମୀକ୍ଷା କରିଛନ୍ତି ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଡ. ସୁରେଶ ଚନ୍ଦ୍ର ଦଳେଇ । ୨. ଉତ୍ତର-ପୂର୍ବ ରାଜ୍ୟ ମଣିପୁରରେ ୨ଟି ପର୍ଯ୍ୟାୟରେ ହେବାକୁ ବିଧାନସଭା ନିର୍ବାଚନ ତାରିଖରେ ପରିବର୍ତ୍ତନ କରାଯାଇଛି । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଫେବ୍ରୁଆରି ୨୭ ବଦଳରେ ଫେବ୍ରୁଆରି ୨୮ରେ ହେବ । ସେହିପରି ୨ୟ […]