ଆଜିର ରାଶିଫଳ
୨୦୨୨ ମସିହା ନଭେମ୍ବର ମାସ ୧୪ ତାରିଖ (ସୋମବାର)ମାର୍ଗଶୀରମାସ-କୃଷ୍ଣପକ୍ଷ ,ତିଥି-ଷଷ୍ଠୀ ,ସୁର୍ୟୋଦୟ ପ୍ରାତଃଘ୦୫/୫୮/୧୯ ,ସୂର୍ଯ୍ୟାସ୍ତ ସନ୍ଧ୍ୟାଘ୦୫/୦୪/୨୧ ,ମିଥୁନରାଶିeଘାତବାର , ଷଷ୍ଠୀର ଏକୋଦିଷ୍ଟ ଓ ପ୍ରାବଣଶ୍ରାଦ୍ଧ ,ନିମ୍ବ ଭକ୍ଷଣ ନିଷେଧ 🐏ମେଷ-ରୋଜଗାର ଯଥେଷ୍ଟ ପରିମାଣର ହୋଇପାରେ। ସୁସ୍ଵାଦୁ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ଵର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭ ହେବ। ସୁସ୍ଥ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। 🐮ବୃଷ-ବନ୍ଧୁମେଳରେ ଦିନ ବିତାଇ ପାରନ୍ତି। କାର୍ଯ୍ୟରେ ବାଧା ଉପୁଜିପାରେ। ଚଞ୍ଚଳ ସ୍ବଭାବର ହେବେ। ଥଣ୍ଡା-କଫରେ ଆକ୍ରାନ୍ତ […]