ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଆରମ୍ଭହେଲା ହକିବିଶ୍ବକପ୍
କଟକ,୧୧ା୧(ଏସଏସନିଉଜ) କଟକର ଐତିହାସିକ ବାରବାଟୀଷ୍ଟାଡିୟମରେ ରଙ୍ଗାରଙ୍ଗକାର୍ଯ୍ୟକ୍ରମରେ ପୁରୁଷ ହକି ବିଶ୍ବକପ୍-୨୦୨୩ ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକ ଆଜି ସନ୍ଧ୍ୟାରେଏହାକୁ ଉଦ୍ଘାଟନ କରିଛନ୍ତି। ଓଡ଼ିଶାରେ ହକି ବିଶ୍ବକପ୍ର ଆୟୋଜନ ହେଉଥିବାରୁ ମୁଁ ବହୁତ ଖୁସି ଅନୁଭବ କରୁଛି। ଆତିଥ୍ୟ ପ୍ରଦାନରେ ଓଡ଼ିଶାର ନାମ ରହିଛି। ଏଥିନିମନ୍ତେପ୍ରଧାନମନ୍ତ୍ରୀ ଓ କେନ୍ଦ୍ରସରକାର ସବୁପ୍ରକାରର ସମର୍ଥନ ଯୋଗାଇଥିବାରୁ ଏହି ଅବସରରେ ଉଦ୍ବୋଧନ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲୋଉଦଘାଟନୀ ସମାରୋହରେ କେନ୍ଦ୍ରକ୍ରୀଡାମନ୍ତ୍ରୀ ଅନୁରାଗଠାକୁର, . ଏଫ୍ଆଇଏଚ୍ ସଭାପତି ତଥା ବିକ୍ରମ, ହକି ଇଣ୍ଡିଆ ସଭାପତି […]