ଓଲଟିଲା ବସ୍
ଆଳି,୧୯।୧(ଏସଏସନିଉଜ) କଟକ-ଚାନ୍ଦବାଲି ରାସ୍ତାର ଗଞ୍ଜା ଗାଁ ନିକଟରେ ଓଲଟିପଡିଛି ବସ।ଏହାଫଳରେ ୨୦ରୁ ଅଧିକ ଆହତ ହୋଇଥିବାର ଜଣାପଡିଛି।
Browsing daily archive
ଆଳି,୧୯।୧(ଏସଏସନିଉଜ) କଟକ-ଚାନ୍ଦବାଲି ରାସ୍ତାର ଗଞ୍ଜା ଗାଁ ନିକଟରେ ଓଲଟିପଡିଛି ବସ।ଏହାଫଳରେ ୨୦ରୁ ଅଧିକ ଆହତ ହୋଇଥିବାର ଜଣାପଡିଛି।
ଭୁବନେଶ୍ବର,୧୯।୧(ଏସଏସ ନିଉଜ) ଓଡ଼ିଶାରେ ତାମିଲନାଡୁ କ୍ରୀଡ଼ାମନ୍ତ୍ରୀ । ହକି ବିଶ୍ବକପ୍ ପାଇଁ ନବୀନଙ୍କ ନିମନ୍ତ୍ରଣ ରଖି ଓଡ଼ିଶାକୁ ଆସିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପୁଅ ତଥା ସେଠାକାର କ୍ରୀଡ଼ା ମନ୍ତ୍ରୀ ଉଦ୍ଧୟାନିଧି ଷ୍ଟାଲିନ୍ । ସେ ଭୁବନେଶ୍ବରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟସ୍ବାଗତ କରାଯାଇଛି।
ଭୁବନେଶ୍ୱର,୧୯।୧(ଏସଏସ ନିଉଜ)ଆଜିଠୁ ରାଜ୍ୟରେ ପୁଣି କୋଭିଡ ଟିକାକରଣ ଆରମ୍ଭ ହେବ।ସରକାରୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପୂର୍ବ ପରି ଦିଆଯିବ କୋଭିସିଲ୍ଡ ଟିକା। ବର୍ତ୍ତମାନ ସୁଦ୍ଧା ମାତ୍ର ୪୦ ପ୍ରତିଶତ ନେଇଛନ୍ତି ବୁଷ୍ଟର ଡୋଜ୍।
କଟକ,୧୯।୧(ଏସଏସନିଉଜ): ବିଡ଼ାନସୀରେ ମୁକୁଳା ଡ୍ରେନ୍ରେ ପଡ଼ି ପିଲାମୃତ୍ୟୁ ଘଟଣାରେ , ଦାୟିତ୍ୱରୁ ହଟିଛନ୍ତି ନିର୍ମାଣ ଦାୟିତ୍ୱରେ ଥିବା ଯନ୍ତ୍ରୀ।ଏହାସହ ସିଏମସି ସିଟି ଇଞ୍ଜିନିୟରଙ୍କ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍ ମଧ୍ୟ ଜାରି କରାଯାଇଛି। କାହିଁକି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନ ହେବ ଜଣାଇବାକୁ ନୋଟିସ ହୋଇଛି।