ଆଜିର ରାଶିଫଳ
୨୦୨୩ ମସିହା ଜାନୁୟାରୀ ମାସ ୨୧ ତାରିଖ (ଶନିବାର)ମାଘ ମାସ – କୃଷ୍ଣପକ୍ଷ ,ତିଥି-ଅମାବାସ୍ୟା ରାତ୍ରି ଘ୨/୨୪ ପର୍ଯ୍ୟନ୍ତ ତଦନ୍ତେ ପ୍ରତିପଦା ,ସୁର୍ୟୋଦୟ ପ୍ରାତଃ ଘ୦୬/୨୭/୪୪ ,ସୂର୍ଯ୍ୟାସ୍ତ ସନ୍ଧ୍ୟା ଘ୦୫/୨୭/୩୭ ,ବୃଷ,ସିଂହ ଓ କନ୍ୟାରାଶିର ଘାତବାର ,ସିଂହରାଶିର ଘାତଚନ୍ଦ୍ର ,ଅମାବାସ୍ୟାର ଏକୋଦିଷ୍ଟ ଓ ପ୍ରାବଣ ଶ୍ରାଦ୍ଧ(ମହାଳୟା ବିଧିରେହେବ) ମେଷ-ଆଜି ଦିନଟି ମଧ୍ୟମ ଧରଣର ରହିବ । ପରିବାରର ସଦସ୍ୟଙ୍କ ସଙ୍ଗେ ଯୁକ୍ତିତର୍କ ଓ ଝଗଡା ନିଶ୍ଚିତ ହେବ । ଏପରି ଛୋଟ କଥାରେ କଳି ଦ୍ୱାରା ଆପଣଙ୍କ […]