Browsing daily archive

February 7, 2023

ଆଜିର ରାଶିଫଳ

ପ୍ରେବୃଆରୀ ମାସ ୦୮ ତାରିଖ ୨୦୨୩ ମସିହା(ବୁଧବାର) ଫାଲଗୁନମାସ-କୃଷ୍ଣପକ୍ଷ,ତିଥି- ତୃତୀୟା,ସୁର୍ୟୋଦୟ-ପ୍ରାତଃ ଘ୦୬/୨୩/୦୩,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୮/୫୦,ବୃଷ ରାଶିର ଘାତଚନ୍ଦ୍ର,କର୍କଟ ରାଶିର ଘାତବାର,ତୃତୀୟାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ପୋଟଳ ଭକ୍ଷଣ ନିଷେଧ। ମେଷ:- ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ବୃଷ:-ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ […]