ଆଜିର ରାଶିଫଳ
ପ୍ରେବୃଆରୀ ମାସ ୧୨ ତାରିଖ ୨୦୨୩ ମସିହା(ରବିବାର)ଫାଲଗୁନମାସ-କୃଷ୍ଣପକ୍ଷ ,ତିଥି- ଷଷ୍ଠୀ ,ସୁର୍ୟୋଦୟ-ପ୍ରାତଃ ଘ୦୬/୨୧/୩୩ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୧/୧୦ ,ମେଷ ରାଶିର ଘାତବାର ,ସପ୍ତମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ନିମ୍ବ ଦିବା ଘ୦୯/୪୪ ଗତେ ତାଳ ଭକ୍ଷଣ ନିଷେଧ । ମେଷ-ଆଜି ପ୍ରଶାସନ, ପରିବହନ ଓ ବିବାଦୀୟ କ୍ଷେତ୍ରରେ ସମାଧାନ ପାଇଁ ଚେଷ୍ଟାକରି ହେବେ। ଲକ୍ଷ୍ୟସ୍ଥଳକୁ ଯିବା ରାସ୍ତାରେ ମିତ୍ରତା ସ୍ଥାପନ କରିବାର ସୁଯୋଗ ପାବବେ ଆପଣଙ୍କୁ ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର […]