ଆସନ୍ତାକାଲିଠୁ ମାଟ୍ରିକ ପରୀକ୍ଷା
ଭୁବନେଶ୍ୱର,୯ା୩(ଏସଏସନିଉଜ) କାଲିଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ବୋର୍ଡପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ପରୀକ୍ଷା ୮ଟାରୁ ଆରମ୍ଭ ହୋଇ ୧୦ଟାରେ ଶେଷହେବ। ପ୍ରଥମ ଦିନରେ ପିଲାମାନେ ଘଣ୍ଟାଏ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ। ପରୀକ୍ଷାର୍ଥୀମାନେ ପରୀକ୍ଷାକେନ୍ଦ୍ରକୁ ଯିବାବେଳେ ସାଙ୍ଗରେ କେବଳ ଆଡମିଟ କାର୍ଡ, ବ୍ଲ୍ୟୁ ଓ ବ୍ଲାକ୍ ପେନ୍, ଓ ପେନ୍ସିଲ୍ ଜେମେଟ୍ରି ବକ୍ସ ନେଇଯିବେ। ଯେଉଁଦିନ ଯେଉଁ ପରୀକ୍ଷା ସେହିଦିନ ସେହି ପ୍ରଶ୍ନପତ୍ର ସକାଳ ୬ରୁ୭ଟା […]