ଆଜିର ରାଶିଫଳ
୧୭-୪-୨୦୨୩(ସୋମବାର)ଯୋଗିନୀ ନୈଋତେ । ଦିବା ଘ୪।୧ ଗତେ ଦକ୍ଷିଣେ ଯାତ୍ରାଦି ଶୁଭ । ଦେବତାଗଠନ,ଚାଳନ, ବାଣିଜ୍ୟ କରଣ, ହଳପ୍ରବାହ ଓ ବୀଜବପନ, ଔଷଧିକରଣ ଓ ଭକ୍ଷଣ, ନାମକରଣ ଓ ଦୀକ୍ଷାଗ୍ରହଣ । ଗତ ଦିବସ ନକ୍ଷତ୍ର ଓ ରାଶିମାନଙ୍କର ତାରା ଚନ୍ଦ୍ରଶୁଦ୍ଧି ।ରାତ୍ରି ଘ୩।୩୭ ଗତେ ରେବତୀ ଅଶ୍ଵିନୀ କୃତ୍ତିକା ମୃଗଶିରା ପୁନର୍ବସୁ ଅଶ୍ଳେଷା ମଘା ଉତ୍ତରାଫାଃ ଚିତ୍ରା ବିଶାଖା ଜ୍ୟେଷ୍ଠା ମୂଳା ଉତ୍ତରାଷାଢ଼ା ଧନିଷ୍ଠା ପୂର୍ବଭାଦ୍ର ଏ ନକ୍ଷତ୍ର ମାନଙ୍କର ତାରାଶୁଦ୍ଧି । ରାତ୍ରି ଘ୯।୪ […]