Browsing daily archive

May 19, 2023

ଆଜିର ରାଶିଫଳ

୨୦-୫-୨୦୨୩(ଶନିବାର)ବିଛାରାଶିର ଘାତଚନ୍ଦ୍ର ବୃଷ ସିଂହ ଓ କନ୍ୟା ରାଶିମାନଙ୍କର ଘାତବାର । ଦିବା ଘ୬।୫୧ ମଧ୍ୟେ ଘ୪।୩୭ ଗତେ ଘ୬।୧୪ ମଧ୍ୟେ କାଳବେଳା । ଘ୧।୨୩ ଗତେ ଘ୩।୦ ମଧ୍ୟେ ବାରବେଳା । ରାତ୍ରି ଘ୭।୩୭ ମଧ୍ୟେ ଘ୩।୫୦ ଗତେ ଘ୫।୧୩ ମଧ୍ୟେ କାଳରାତ୍ରି । ପ୍ରତିପଦାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ପାଣିକଖାରୁ ରାତ୍ରି ଘ୯।୧୯ ଗତେ ବୋଇତିକଖାରୁ ଭକ୍ଷଣ ନିଷେଧ ।ଅମୃତ – ଦିବା ଘ୨।୪୯ ଗତେ ଘ୫।୧୩ ମଧ୍ୟେ ରାତ୍ରି ଘ୭।୧ […]

ବାଏବାଏ ଦୁଇହଜାର ନୋଟ !

ଭୁବନେଶ୍ୱର,୧୯ା୫(ଏସଏସନିଉଜ) ନେଣଦେଣରୁ ବିଦାୟନେବାକୁ ଯାଉଛି ୨ହଜାରଟଙ୍କିଆ ନୋଟ୍। ବିଦାୟ ନେଲେ ବି ଏବେ ଅଚଳ ହେବନି ୨ ହଜାର ଟଙ୍କିଆ ନୋଟ୍।ସେପ୍ଟେମ୍ବର ୩୦ ମଧ୍ୟରେ ବ୍ୟାଙ୍କରୁ ବଦଳାଇ ହେବ ନୋଟ୍। ୨ହଜାର ଟଙ୍କିଆନୋଟ୍ ନେଇ ରିଜର୍ଭବ୍ୟାଙ୍କର ବଡ଼ ନିଷ୍ପତ୍ତି ନେଇଛି । ଥରକେ ସର୍ବାଧିକ ୨୦ହଜାରଟଙ୍କା ପର୍ଯ୍ୟନ୍ତ  ବଦଳାଇ ହେବ। ଆଉ ୨ହଜାରଟଙ୍କିଆ ନୋଟ୍ ନଦେବାକୁ ବ୍ୟାଙ୍କମାନଙ୍କୁ ନିର୍ଦ୍ଦେଶ ଦେଇଛି ରିଜର୍ଭ ବ୍ୟାଙ୍କ ।ମେ୨୩ରୁ ବ୍ୟାଙ୍କମାନଙ୍କରେ ବଦଳାଇ ହେବ ୨ ହଜାର ଟଙ୍କିଆ। ୨୦୧୬ନଭେମ୍ବରରେ ୨ ହଜାର […]