ଆଜିର ରାଶିଫଳ
୨୦୨୩ମସିହା ଜୁନ୍ ମାସ ୨୨ତାରିଖ ଗୁରୁବାର।ର୍ଯ୍ୟୋଦୟ- ପ୍ରାତଃ ଘ୫/୧୨/୨୪ ,ସୂର୍ଯ୍ୟାସ୍ତ- ଘ୬/୨୪/୧୬ ,ଆଷାଢ଼ ମାସ ,ଶୁକ୍ଳପକ୍ଷ ,ବୃହସ୍ପତି ବାସ ,ତିଥି- ଚତୁର୍ଥୀ ଅପରାହ୍ନ ଘ୫/୨୮ମିପର୍ଯ୍ୟନ୍ତ ତଦନ୍ତେ ପଞ୍ଚମୀ।ମେଷ, ମିଥୁନ, ସିଂହ, ତୁଳା, ବିଛା, ଧନୁ, କୁମ୍ଭ ଓ ମୀନ ଏହି ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି।ଘାତଚନ୍ଦ୍ର–ନିଶାନ୍ତ ଘ୫/୩ମି ପରେ କର୍କଟ ଓ ମକରରାଶିର ଘାତଚନ୍ଦ୍ର ।ଘାତବାର–ତୁଳା ଓ କୁମ୍ଭରାଶିର ଘାତବାର।ସାମ୍ବତ୍ସରିକଶ୍ରାଦ୍ଧ–ଚତୁର୍ଥୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ।ନିଷିଦ୍ଧଖାଦ୍ୟ- ମୂଳା ଅପରାହ୍ନ ଘ୫/୨୮ମି ପରେ ବେଲ ଭକ୍ଷଣ ନିଷେଧ।ଅଶୁଭବେଳା- କାଳ ଓ ବାରବେଳା […]