ଆଜିର ରାଶିଫଳ
୨୦୨୩ମସିହା ଜୁଲାଇମାସ ୨୪ତାରିଖ ସୋମବାର।ସୁର୍ଯ୍ୟୋଦୟ- ପ୍ରାତଃ ଘ୫/୨୨/୫୭ ,ସୂର୍ଯ୍ୟାସ୍ତ- ଘ୬/୨୩/୫ ,ଶ୍ରାବଣମାସ ,ଚାନ୍ଦ୍ରମଳ ଶୁକ୍ଳପକ୍ଷ ,ଚନ୍ଦ୍ର ବାସ ,ତିଥି- ଷଷ୍ଠୀ ଦିବା ଘ୧/୪୮ମି ପର୍ଯ୍ୟନ୍ତ ତଦନ୍ତେ ସପ୍ତମୀ ।ଘାତଚନ୍ଦ୍ର–ବୃଷରାଶିର ଘାତଚନ୍ଦ୍ର।ଘାତବାର–ମିଥୁନରାଶିର ଘାତବାର।ସାମ୍ବତ୍ସରିକଶ୍ରାଦ୍ଧ–ଷଷ୍ଠୀର ଏକୋଦ୍ଦିଷ୍ଟଶ୍ରାଦ୍ଧ ।ଏହି ମଳ ଶୁକ୍ଳ ଓ କୃଷ୍ଣପକ୍ଷ ମଳ ମାସରେ ମୃତବ୍ୟକ୍ତିଙ୍କରଶ୍ରାଦ୍ଧ କରଣୀୟ।ନିଷିଦ୍ଧଖାଦ୍ୟ- ନିମ୍ବ, ଦିବା ଘ୧/୪୮ମିପରେ ତାଳଭକ୍ଷଣ ନିଷେଧ।ଅଶୁଭବେଳା-କାଳବେଳା ଦିବା ଘ୭/୨ମିରୁ ଘ୮/୩୯ମି ପର୍ଯ୍ୟନ୍ତ।ବାରବେଳା ଦିବା ଘ୩/୭ମି ରୁ ଘ୪/୪୪ମି ପର୍ଯ୍ୟନ୍ତ।କାଳରାତ୍ରି ରାତ୍ରି ଘ୧୦/୩୦ମି ରୁ ଘ୧୧/୫୩ମି ପର୍ଯ୍ୟନ୍ତ।ଶୁଭବେଳା–ଅମୃତ ସୂର୍ଯ୍ୟୋଦୟରୁ ଦିବା ଘ୭/୧ମି […]