ଆଜିର ରାଶିଫଳ
୨୦୨୩ମସିହା ଅଗଷ୍ଟମାସ ୧୦ତାରିଖଗୁରୁବାର।ସୁର୍ଯ୍ୟୋଦୟ- ପ୍ରାତଃ ଘ୫/୨୮/୪୮ ,ସୂର୍ଯ୍ୟାସ୍ତ- ଘ୬/୧୫/୧୪ ,ଶ୍ରାବଣମାସ ,ଚାନ୍ଦ୍ରମଳ କୃଷ୍ଣପକ୍ଷ ,ବୃହସ୍ପତିବାସ ,ତିଥି- ଦଶମୀ ରାତ୍ରି ଘ୪/୫୮ମି ପର୍ଯ୍ୟନ୍ତ ତଦନ୍ତେ ଏକାଦଶୀ।ଯୋଗିନୀ ସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ଉତ୍ତରଦିଗରେ, ରାତ୍ରି ଘ୪/୫୮ମି ପରେ ଆଗ୍ନେୟକୋଣରେ। ବିଷ୍ଟିକରଣ ଦୋଷହେତୁ ସୂର୍ଯ୍ୟୋଦୟରୁ ଦିବା ଘ୪/୩୩ମି ମଧ୍ୟେ ଉତ୍ତରଦିଗ, ବାୟୁକୋଣ ଓ ପଶ୍ଚିମଦିଗକୁତ୍ୟାଗ, ରାତ୍ରି ଘ୪/୫୮ମିପରେ ରାତ୍ରିଶେଷପର୍ଯ୍ୟନ୍ତ ଅଗ୍ନିକୋଣ, ପୂର୍ବଦିଗ ଓ ଐଶାନ୍ୟକୋଣକୁ ତ୍ୟାଗକରି ଯାତ୍ରାକରାଯିବ।ଘାତଚନ୍ଦ୍ର–ବିଛାରାଶିର ଘାତଚନ୍ଦ୍ର।ଘାତବାର–ତୁଳା ଓ କୁମ୍ଭରାଶିର ଘାତବାର।ସାମ୍ବତ୍ସରିକଶ୍ରାଦ୍ଧ–ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ।ଏହି ମଳ ଶୁକ୍ଳ […]