Browsing monthly archive

October 2023

ଆଜିର ରାଶିଫଳ

୨୦୨୩ ମସିହା ଅକ୍ଟୋବରମାସ ୩୧ତାରିଖ ମଙ୍ଗଳବାର। ସୁର୍ଯ୍ୟୋଦୟ- ଘ୫/୫୦/୫୧ ,ସୂର୍ଯ୍ୟାସ୍ତ- ଘ୫/୯/୫୧ ,କାର୍ତ୍ତିକ ମାସ ,କୃଷ୍ଣ ପକ୍ଷ ,ଭୌମ ବାସ ,ତିଥି- ତୃତୀୟା ରାତ୍ରି ଘ୯/୧୧ମି ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଥୀ।ଯୋଗିନୀସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ଆଗ୍ନେୟକୋଣରେ,ରାତ୍ରି ଘ୯/୧୧ମିପରେ ନୈର୍ଋତ କୋଣରେ।ମଙ୍ଗଳବାର,ରିକ୍ତାତିଥି ,ବିଷ୍ଟିକରଣ,ଗ୍ରହଣସପ୍ତାହ ଦୋଷହେତୁ ଯାତ୍ରାଦି ଶୁଭକର୍ମ ନିଷେଧ।ଘାତଚନ୍ଦ୍ର–ବିଛାରାଶିର ଘାତଚନ୍ଦ୍ର।ଘାତବାର–ମକର ରାଶିର ଘାତବାର।ସାମ୍ବତ୍ସରିକଶ୍ରାଦ୍ଧ–ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ।ନିଷିଦ୍ଧଖାଦ୍ୟ- ପଟୋଳ, ରାତ୍ରି ଘ୯/୧୧ମିପରେ ମୂଳାଭକ୍ଷଣ ନିଷେଧ ଏବଂ କାର୍ତ୍ତିକମାସ ଜନିତ ଆମିଷଭକ୍ଷଣ ନିଷେଧ।ଅଶୁଭବେଳା-ବାରବେଳା ଦିବା ଘ୭/୧୭ମି ରୁ ଘ୮/୪୧ମିପର୍ଯ୍ୟନ୍ତ।କାଳବେଳା ଦିବାଘ୧୨/୫୪ମି […]

ଆଜିର ରାଶିଫଳ

ଅକ୍ଟୋବରମାସ ୩୦ତାରିଖ ୨୦୨୩ ମସିହା (ସୋମବାର)କାର୍ତ୍ତିକମାସ- କୃଷ୍ଣପକ୍ଷ,ତିଥି- ଦ୍ଵିତୀୟା ରାତ୍ରି ଘ୧୦/୧୧ ପର୍ଯ୍ୟନ୍ତ ତଦନ୍ତେ ତୃତୀୟା ନକ୍ଷତ୍ର- କୃତ୍ତିକା ଦିବା ଘ୦୪/୨୩ ପର୍ଯ୍ୟନ୍ତ ତଦନ୍ତେ ରୋହିଣୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୫୧/ ୩୯, ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୧/୩୦ଦ୍ଵିତୀୟାର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମିଥୁନରାଶିର ଘାତବାର, ବିଛାରାଶିର ଘାତଚନ୍ଦ୍ର,କାଳବେଳା -ଦିବା ଘ୦୨/୧୯ ଗତେ ଘ୦୩/୪୫ ମଧ୍ୟେ,ବିଶୁଦ୍ଧ ଅମୃତବେଳ। – ଦିବା ଘ୦୭/୧୬ ମଧ୍ୟେ ଓ ଘ୦୯/୦୧ ଗତେ ଘ୧୧/୨୭ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ନାସ୍ତି,ବୋଇତିକଖାରୁ ଭକ୍ଷଣ ନିଷେଧ। ମେଷ:-ଆଜି କୋର୍ଟକଚେରୀ ବିଷୟରେ ନପଡ଼ିବା ଉତ୍ତମ ହେବ। ମଧ୍ୟାହ୍ନପରେ […]

ଓଡିଶା-ଆନ୍ଧ୍ରସୀମାରେ ଟ୍ରେନ୍ ଦୁର୍ଘଟଣା

ଭୁବନେଶ୍ୱର,୨୯।୧୦(ଏସଏସନିଉଜ)ଓଡିଶା-ଆନ୍ଧ୍ର ସୀମାରେ ଟ୍ରେନ୍ ଦୁର୍ଘଟଣା ଘଟିଛି ।ରବିବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଆଲମଣ୍ଡା- କାଣ୍ଟାକାପାଲିରେ ଏହି ଦୁର୍ଘଟଣା ଘଟିଛି ।ବିଶାଖାପାଟଣା-ପଲାସା ଓ ବିଶାଖାପାଟଣା-ରାୟଗଡା ଟ୍ରେନ୍ ଦୁର୍ଘଟଣା ହେବା ଯୋଗୁ ୬ ଜଣଙ୍କ ମୃତ୍ୟୁ ଘଟିଥିବାନେଇ ସରକାରୀ ସୂତ୍ରରୁ କୁହାଯାଇଛି। ତେବେ ଆଗକୁ ମୃତାହତଙ୍କ ସଂଖ୍ୟା ବଢିପାରେ ବୋଲି ଜଣାପଡିଛି । ବିଜୟନଗରମର ଆଲମଣ୍ଡା-କଣ୍ଟକପାଲି ମଧ୍ୟରେ ଏହି ଦୁର୍ଘଟଣା ଘଟିଛି । ଗୋଟିଏ ଟ୍ରେନକୁ ଅନ୍ୟ ଟ୍ରେନଟି ପଛପଟୁ ଧକ୍କା ଦେଇଛି । ଟ୍ରେନ୍ ଧକ୍କା ଦେବା […]

ଆଜିର ରାଶିଫଳ

ଅକ୍ଟୋବରମାସ ୨୯ ତାରିଖ ୨୦୨୩ ମସିହା(ରବିବାର)କାର୍ତ୍ତିକମାସ- କୃଷ୍ଣପକ୍ଷ ,ତିଥି- ପ୍ରତିପଦ ରାତ୍ରି ଘ୧୧/୪୪ ପର୍ଯ୍ୟନ୍ତ ତଦନ୍ତେ ଦ୍ଵିତୀୟା ,ନକ୍ଷତ୍ର- ଅଶ୍ଵିନୀ ଦିବା ଘ୦୬/୨୭ ପର୍ଯ୍ୟନ୍ତ ତଦନ୍ତେ ଦ୍ଵିଜା ,ସୌରମାସ- ତୁଳା ୧୨ ଦିନ ,ସୁର୍ୟୋଦୟ-ପ୍ରାତଃ ଘ୦୫/୫୧/୧୯ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୨/୧୦ ,ଯୋଗିନୀ ପୂର୍ବେ ରାତ୍ରି ଘ୧୧/୪୩ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରେ ,ପ୍ରତିପଦା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ମେଷ ରାଶିର ଘାତବାର ,ମେଷ ରାଶିର ଘାତଚନ୍ଦ୍ର ,କାଳବେଳା ଓ ବାରବେଳା – ଦିବା ଘ୧୦/୦୮ ଗତେ […]

ସୋସାଇଟିଟଙ୍କା ଚୋରିକରି ଧରାପଡିଲେ ଯୁବକ

ବାରଙ୍ଗ,୨୭।୧୦(ଏସଏସ ନିଉଜ)ସୋସାଇଟି ଟଙ୍କା ଚୋରି କରିବା ଅଭିଯୋଗରେ ଶୁକ୍ରବାର ଦିନ ନନ୍ଦନକାନନ ଥାନା ପୋଲିସ ଜଣଙ୍କୁ ଗିରଫକରି କୋର୍ଟଚାଳନ କରିଛି। ପ୍ରକାଶଯେ,ହେମନ୍ତ କୁମାର ମଲ୍ଲିକ ଓ ପ୍ରମୋଦ ସୁତାର ନାମକ ବ୍ୟକ୍ତି ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁରଠାରେ ଥିବା ଜିଡିଏସ ଟାୱାରର ସୋସାଇଟି ରୁମରେ ରୁହନ୍ତି । ଉକ୍ତ ସୋସାଇଟିର ମାସିକିଆ ମେଣ୍ଟେନାନ୍ସ ଖର୍ଚ୍ଚ ବାବଦକୁ ଆଦାୟ ହୋଇଥିବା ମୋଟ ୫୨,୦୦୦ ଟଙ୍କାକୁ ହେମନ୍ତ ଜଣକ ଉକ୍ତ ଜିଡିଏସ ଟାୱାରର ସୋସାଇଟି ରୁମରେ ରଖି ଶୋଇବା ନିମନ୍ତେ […]

ଦୁର୍ଘଟଣାରେ ଚାଲିଗଲା ସ୍ତ୍ରୀର ଜୀବନ, ସ୍ୱାମୀ ଗୁରୁତର

ଗଞ୍ଜାମ,୨୮।୧୦(ଏସଏସନିଉଜ) ପୋଲସରା ମାଢୁଆ ଶଙ୍ଖ ନିକଟରେ ଏକ ମର୍ମନ୍ତୁଦ ବାଇକ୍‌ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବାବେଳେ ସ୍ୱାମୀ ଗୁରୁତର ଆହତ ହୋଇଛନ୍ତି। ଉଭୟ ସ୍ଥାନୀୟ ନିଗମ ନଗର ସାହିର ବାସିନ୍ଦା ବୋଲି ଜଣାପଡ଼ିଛି। ମୃତା ମହିଳା ହେଲେ ସୁମତି ମହାରଣା ଓ ତାଙ୍କ ସ୍ୱାମୀ ଶ୍ରୀକାନ୍ତ ମହାରଣା ବୋଲି ଜଣାଯାଇଛି। ଉଭୟ ବାଇକ୍‌ ଯୋଗେ ନିଜ ଗ୍ରାମକୁ ଫେରୁଥିବା ବେଳେ ମାଢୁଆ ଶଙ୍ଖ ନିକଟରେ ଦୁର୍ଘଟଣା ଘଟିଥିଲା।ଏଥିରେ ଉଭୟ ଗୁରୁତର ଅବସ୍ଥାରେ ରାସ୍ତା […]

ସେଞ୍ଚୁରୀପଦକ ହାସଲ କଲା ଭାରତ

ଭୁବନେଶ୍ୱର,୨୮।୧୦(ଏସଏସନିଉଜ)ପାରା ଏସିଆନରେ ସେଞ୍ଚୁରୀପଦକ ଭାରତ ହାସଲ କରିପାରିଛି।ହାଙ୍ଗଝୌ ଏସୀୟ କ୍ରୀଡ଼ାରେ ଇତିହାସ ରଚିଛି ଭାରତ। ସ୍ୱର୍ଣ୍ଣ ସହ ଭାରତର ପଦକ ସଂଖ୍ୟା ଶହେ ଛୁଇଁଛି।ସେଥିମଧ୍ୟରେ ୨୬ ସ୍ୱର୍ଣ୍ଣ , ୨୯ ରୌପ୍ୟ ଓ ୪୫ ବ୍ରୋଞ୍ଜ ସହ ଶହେ ପଦକ ରହିଛି।ସଫଳତା ପାଇଁ କ୍ରୀଡ଼ାବିତ୍‌ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୨୦୧୮ରେ ସର୍ବାଧିକ ୭୨ ପଦକ ଜିତିଥିଲା ଭାରତ।

ବିଜେପିର ଅମୃତକଳସ ଶୋଭାଯାତ୍ରା

ଭୁବନେଶ୍ୱର,୨୮।୧୦(ଏସଏସନିଉଜ)ଅମୃତ କଳସ ଧରି ବିଜେପିର ଶୋଭାଯାତ୍ରା ଆରମ୍ଭ ହୋଇଛି।ମୋମାଟି ମୋଦେଶ କାର୍ଯ୍ୟକ୍ରମ ପାଇଁ ବିଜେପି ପକ୍ଷରୁ ଶୋଭାଯାତ୍ରା କରାଯାଇଛି।ରାଜ୍ୟ କାର୍ଯ୍ୟାଳୟରୁ ମାଷ୍ଟରକ୍ୟାଣ୍ଟିନ ଛକ ଯାଏ ଏହି ଶୋଭାଯାତ୍ରା ଯାଇଛି। ଅମୃତ କଳସ ଧରି ଶୋଭାଯାତ୍ରାରେ ବାହାରିଛନ୍ତି ବିଜେପିନେତା ଓ କର୍ମୀ।ସ୍ୱତନ୍ତ୍ର ଟ୍ରେନ୍‌ରେ ଅମୃତ କଳସ ଧରି ଦିଲ୍ଲୀ ଯିବେ କର୍ମୀ। ୩୧ତାରିଖରେ ଦିଲ୍ଲୀରେ ଅମୃତ ବାଟିକାର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ।

ଆଜିର ରାଶିଫଳ

୨୦୨୩ମସିହା ଅକ୍ଟୋବରମାସ ୨୮ତାରିଖ ଶନିବାର। ଶ୍ରୀମନ୍ଦିରରେ କୁମାରପୂର୍ଣ୍ଣିମା, ଶ୍ରୀସୁଦର୍ଶନଦେବଙ୍କର ଆଶ୍ରମବିଜେ,କୁମାରୋତ୍ସବ, ଗଜଲକ୍ଷ୍ମୀପୂଜା ଓ ଚନ୍ଦ୍ରପୂଜା,କାର୍ତ୍ତିକେୟଜନ୍ମ, ଜହ୍ନିଓଷାସମାପ୍ତି,କୋଜାଗରକୃତ୍ୟ, ମହର୍ଷି ବାଲ୍ମୀକି ଓ ବୈଷ୍ଣବପାଣିଙ୍କ ଜୟନ୍ତୀ, ଅଦ୍ୟ ପୂର୍ଣ୍ଣିମାବିହିତ ଚନ୍ଦ୍ରୋପବାସପୂଜା ଓ ଅର୍ଘ୍ୟ ଦାନ,ଦିବା ଘ୯/୮ମି ପରେ ତୀର୍ଥମାନଙ୍କରେ ସୂର୍ଯ୍ୟାସ୍ତମଧ୍ୟେ ମହତୀସ୍ନାନ।ବିବିଧହଳ ନିଷେଧ,ସ୍ତ୍ରୀତୈଳ ବର୍ଜନ।ଅଦ୍ୟ ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ। ଗ୍ରହଣ ସ୍ପର୍ଶ ରାତ୍ରି ଘ୧/୪/୫୫ ସେକେଣ୍ଡ, ସର୍ବମୋକ୍ଷ ରାତ୍ରିଘ୨/୨୪/୨ ସେକେଣ୍ଡ।ପାକତ୍ୟାଗ ଦିବା ଘ୪/୪/୫୫ ସେକେଣ୍ଡ ଠାରୁ ରାତ୍ରି ଘ୨/୨୪/୨ ସେକେଣ୍ଡ ମଧ୍ୟେ।ସୁର୍ଯ୍ୟୋଦୟ- ଘ୫/୪୯/୩୧ ,ସୂର୍ଯ୍ୟାସ୍ତ- ଘ୫/୧୧/୩୫ ,ଆଶ୍ବିନମାସ ,ଶୁକ୍ଳପକ୍ଷ ,ଶୌରିବାସ […]

ବାଣ ଭିଡୁଥିବାବେଳେ ହେଲା ବିସ୍ଫୋରଣ- ୧ ମୃତ, ୨ଗୁରୁତର

ଗଞ୍ଜାମ ,୨୭ା୧୦(ଏସଏସନିଉଜ) ବେଗୁନିଆପଡ଼ାଥାନା ଜଗତସାହିରେ ବାଣ ବିସ୍ପୋରଣରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଦୀପାବଳିପାଇଁ ବାଣ ଭିଡୁଥିବାବେଳେ ଏହି ବିସ୍ଫୋରଣ ଘଟିଥିବାର ଜଣାପଡିଛି ।ଏହି ବିସ୍ପୋରଣରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଗୁରୁତରଙ୍କୁ କୋଦଳା ଓ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି ।