ପଠାନଚଳଚିତ୍ରକୁ କଡା ବିରୋଧକରିବ କଳିଙ୍ଗସେନା
ଭୁବନେଶ୍ୱର,୧୮।୧(ଏସଏସନିଉଜ) ବିବାଦୀୟ ଅଭିନେତା ଶାହାରୁଖ ଖାନ୍ଙ୍କ ଅପସଂସ୍କୃତି ସମ୍ପନ୍ନ ଚଳଚିତ୍ର ପଠାନ୍କୁ ଓଡିଶା ମାଟିରେ ପ୍ରଦର୍ଶନର ସୁଯୋଗ ଦିଆଯିବ ନାହିଁ । ଯଦି କୌଣସି ପ୍ରେକ୍ଷାଳୟ ଏହାକୁ ଦେଖାଇବାକୁ ଦୁଃସାହସ କରନ୍ତି ତେବେ କଳିଙ୍ଗ ସେନା ପକ୍ଷରୁ କଡା ବିରୋଧ କରାଯିବ ବୋଲି ସେନା ସୁପ୍ରିମୋ ହେମନ୍ତରଥ କହିଛନ୍ତି । ଆଜି ଏଠାରେ ଶ୍ରୀ ରଥ କହିଛନ୍ତି ଯେ ହିନ୍ଦୀ ଚଳଚିତ୍ର ଅଶୋକାଠାରୁ ଆରମ୍ଭକରି ପଠାନପର୍ଯ୍ୟନ୍ତ ବିଭିନ୍ନ ଚଳଚିତ୍ରରେ ଶାହାରୁଖଖାନ୍ ଭାରତରସଂସ୍କୃତିକୁ ଦଳିମକଚି ନଷ୍ଟକରିଛନ୍ତି । ଅଶୋକା […]