Browsing daily archive

March 5, 2024

ଆଜିର ରାଶିଫଳ

ମାର୍ଚ୍ଚମାସ ୦୬ତାରିଖ ୨୦୨୪ ମସିହା(ବୁଧବାର) ଫାଲଗୁନମାସ- କୃଷ୍ଣପକ୍ଷ,ତିଥି- ଦଶମୀ ପ୍ରାତଃ ଘ୦୬/୪୧ ପର୍ଯ୍ୟନ୍ତ ତଦନ୍ତେ ଏକାଦଶୀ,ନକ୍ଷତ୍ର- ପୂର୍ବାଷାଢା ଦିବା ଘ୦୩/୩୨ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରାଷାଢା,ସୁର୍ୟୋଦୟ-ପ୍ରାତଃ ଘ୦୬/୦୬/୫୬, ସୂର୍ଯ୍ୟାସ୍ତ -ସନ୍ଧ୍ୟାଘ୦୫/୫୦/୫୦,ଯୋଗିନୀଉତ୍ତରେ ପ୍ରାତଃ ଘ୦୬/୪୨ପର୍ଯ୍ୟନ୍ତତଦନ୍ତେ ଅଗ୍ନିକୋଣେ, ଏକାଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ, ସିଂହରାଶିର ଘାତଚନ୍ଦ୍ର,କର୍କଟରାଶିର ଘାତବାର, କାଳବେଳା -ଦିବା ଘ୦୯/୦୧ ଗତେ ଘ୧୦/୩୦ ମଧ୍ୟେ,ବାରବେଳା – ଦିବା ଘ୧୧/୫୬ ଗତେ ଘ୦୧/୨୫ ମଧ୍ୟେ,ବିଶୁଦ୍ଧ ଅମୃତବେଳ। – ଦିବାଘ ଘ୦୭/୪୦ମଧ୍ୟେ ଓ ଘ ୦୧/୨୬ ଗତେ ଘ୦୨/୦୪ ମଧ୍ୟେ ଓ ରାତ୍ରି […]

ବନ୍ଦହେଲା Facebook!

ଭୁବନେଶ୍ୱର,୫।୩(ଏସଏସନିଉଜ)ବନ୍ଦ ହେଲା ଫେସବୁକ, କାମକରୁନି ଲକ୍ଷଲକ୍ଷ ୟୁଜରଙ୍କ ଫେସବୁକ ଆକାଉଣ୍ଟ।ପୁଣିଥରେ ମେଟାର ଫେସବୁକକୁ ନେଇ ଦେଖାଦେଇଛି ସମସ୍ୟା । ସର୍ଭରଡାଉନ୍ ଯୋଗୁଁ ଲଗ୍ ଇନ୍ ସହ ଆକାଉଣ୍ଟରେ ଅନ୍ୟାନ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ଲକ୍ଷଲକ୍ଷ ୟୁଜର ।ଏନେଇ ଟ୍ୱିଟରରେ ଅନେକ ୟୁଜର ପ୍ରଶ୍ନ କରିଥିଲେ ମଧ୍ୟ ମେଟା ତରଫରୁ କୌଣସି ପ୍ରତିକ୍ରିୟା ମିଳି ପାରିନାହିଁ । ତେବେ କିଛି ୟୁଜର ଫେସବୁକ ସହିତ ଇନଷ୍ଟାଗ୍ରାମ ସର୍ଭର ମଧ୍ୟ ଡାଉନ୍ ହୋଇଥିବା ନେଇ ଅଭିଯୋଗ କରିଛନ୍ତି ।