Browsing daily archive

March 7, 2024

ଆଜିର ରାଶିଫଳ

ମାର୍ଚ୍ଚମାସ ୦୮ତାରିଖ ୨୦୨୪ ମସିହା(ଶୁକ୍ରବାର) ଫାଲଗୁନମାସ- କୃଷ୍ଣପକ୍ଷ,ତିଥି- ତ୍ରୟୋଦଶୀ ରାତ୍ରି ଘ୧୦/୧୬ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀ, ନକ୍ଷତ୍ର-ଶ୍ରାବଣ ଦିବା ଘ୧୧/୨୯ ପର୍ଯ୍ୟନ୍ତ ତଦନ୍ତେ ଧନିଷ୍ଟା,ମହାଶିବରାତ୍ରି,ସୁର୍ୟୋଦୟ-ପ୍ରାତଃ ଘ୦୬ /୦୫/୦୬,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୧/୫୯, ଯୋଗିନୀ ଦକ୍ଷିଣେ ରାତ୍ରି ଘ୧୦/୧୬ପର୍ଯ୍ୟନ୍ତ ତଦନ୍ତେ ପଶ୍ଚିମେ,ତ୍ରୟୋଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ, ମିଥୁନ ଓ ମୀନରାଶିର ଘାତଚନ୍ଦ୍ର,ବିଛା ,ଧନୁ ଓ ମୀନ ରାଶିର ଘାତବାର,କାଳବେଳା ଓ ବାରବେଳା – ଦିବା ଘ୦୯/୦୦ ଗତେ ଘ୧୧/୫୬ମଧ୍ୟେ,ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/୪୦ମଧ୍ୟେ ଓ ଘ୦୮/୨୬ ଗତେ ଘ୦୮/୫୯ […]

ଶଙ୍ଖଧରିଲେ ବିଜୟଙ୍କପୁଅ ଅରବିନ୍ଦ!

କେନ୍ଦ୍ରାପଡ଼ା,୭।୩(ଏସଏସନିଉଜ) ଆଜି ବରିଷ୍ଠ ବିଜେପିନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ବିଧିବଦ୍ଧ ଭାବେ ବିଜେଡିରେ ସାମିଲ୍‌ ହୋଇଛନ୍ତି।ଦଳର ରାଜ୍ୟସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ ଶଙ୍ଖଭବନଠାରେ ଅରବିନ୍ଦ ଶଙ୍ଖ ଧରିଛନ୍ତି। ୨୦୧୯ ସାଧାରଣ ନିର୍ବାଚନ ପରଠୁ ବିଜୟ ବିଜେପି ରାଜନୀତିରୁ ନିଜକୁ ଦୂରେଇ ରଖିବାସହ ପ୍ରାୟ ଦୁଇବର୍ଷ ହେବ ଅରବିନ୍ଦଙ୍କୁ ପାଟକୁରା ନିର୍ବାଚନ ମଣ୍ତଳୀରେ ସକ୍ରିୟ ଭାବେ ବୁଲାବୁଲି କରୁଥିବା ଲକ୍ଷ୍ୟ କରାଯାଇଥିଲା।ଆଗାମୀଦିନରେ ରାଜନୀତି କରିବେ ବୋଲି ସ୍ପଷ୍ଟ କରିଥିଲେ ମଧ୍ୟ କେଉଁଦଳରେ ମିଶିବେ […]