Browsing daily archive

March 15, 2024

ବିଜେଡି ନେତା ପ୍ରସନ୍ନଆଚାର୍ଯ୍ୟ ଗୁରୁତର

ଭୁବନେଶ୍ୱର,୧୫ା୩(ଏସଏସନିଉଜ) ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନଆଚାର୍ଯ୍ୟ ଗୁରୁତର ଆହତ ହୋଇଛନ୍ତି ।ପ୍ରସନ୍ନଙ୍କ ସହ ତାଙ୍କ ପିଏସଓ ମଧ୍ୟ ଗୁରୁତର ଆହତ ହୋଇଥିବାବେଳେ ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି ।ସମ୍ବଲପୁର ରେଢ଼ାଖୋଲ ବେଲଡିହି ନିକଟରେ ଏହି ଦୁର୍ଘଟଣା ଘଟିଛି ।ଗ୍ୟାସ୍ ବୋଝେଇ ଟ୍ୟାଙ୍କର ସହ ପ୍ରସନ୍ନଙ୍କ କାର୍ ମୁହାଁମୁହିଁ ଧକ୍କା ହୋଇଛି ।ପ୍ରାଥମିକ ଚିକିତ୍ସା ପରେ ଉଭୟଙ୍କୁ ସମ୍ବଲପୁରକୁ ସ୍ଥାନାନ୍ତର କରାଯାଇଛି ।ଏବେ ପ୍ରସନ୍ନଆଚାର୍ଯ୍ୟଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି ।ନବୀନ ନିବାସରେ ଦଳୀୟ ବୈଠକରୁ […]

କମିଲା ୨ ଟଙ୍କା

ଭୁବନେଶ୍ୱର,୧୫ା୩(ଏସଏସନିଉଜ) ଆଉ ଦିନକେଇଟା ପରେ ଲୋକସଭା ନିର୍ବାଚନ ତାରିଖ ଘୋଷଣା ହେବ। ଏହାଭିତରେ ସରକାର ଆଜି ପେଟ୍ରୋଲ୍ ଓ ଡିଜେଲ୍ ଦାମ୍ ହ୍ରାସ କରି ଭୋଟରଙ୍କ ମନ ଜିଣିବାକୁ ଉଦ୍ୟମ କରିଛନ୍ତି। ପ୍ରାୟ ଦୁଇବର୍ଷରୁ ଅଧିକ ସମୟ ବ୍ୟବଧାନ ପରେ ତେଲ ଦାମ୍ କମିଛି। ପେଟ୍ରୋଲ୍ ଓ ଡିଜେଲ୍ ଦାମ୍‌ରେ ୨ ଟଙ୍କା ହ୍ରାସ ଘୋଷଣା କରାଯାଇଛି। ଶୁକ୍ରବାର ଭୋର ୬ଟାରୁ ସଂଶୋଧିତ ଦର ଲାଗୁ ହେବାନେଇ ତୈଳ ମନ୍ତ୍ରୀ ହରଦୀପ ସିଂହ ପୁରୀ ସୂଚନା ଦେଇଛନ୍ତି।ଦୀର୍ଘଦିନ […]