Browsing daily archive

April 11, 2024

ଶ୍ରୀଜୟଦେବ ଶିକ୍ଷାକେନ୍ଦ୍ରର ତ୍ରିଂଶ ସମାବର୍ତ୍ତନଉତ୍ସବ

ଭୁବନେଶ୍ବର,୧୧ା୵୪(ଏସଏସନିଉଜ) ପଟିଆ କାନନ ବିହାର ଫେଜ୍-୨ ସ୍ଥିତ ଶ୍ରୀ ଜୟଦେବ ଶିକ୍ଷାକେନ୍ଦ୍ରର ୩୦ ତମ ବାର୍ଷିକ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପରିଚାଳନା କମିଟିର ଅଧ୍ୟକ୍ଷା ଅନ୍ନପୂର୍ଣ୍ଣା ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଡଃ. ହରିହର କାନୁନଗୋ ଯୋଗଦେଇ ବିଦ୍ୟାଳୟର କାର୍ଯ୍ୟକ୍ରମ ଓ ଯେଉଁ ମହତ ଉଦ୍ଦେଶ୍ୟ ନେଇ ବିଦ୍ୟାଳୟଟି ପ୍ରତିଷ୍ଠିତ ତାର ଛାତ୍ରଛାତ୍ରୀମାନଙ୍କର ପ୍ରତିଭାର ଭୂୟସୀ ପ୍ରଶଂସା କରିଥିଲେ। ଚିତ୍ତରଞ୍ଜନ ମହାପାତ୍ର ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଆଜିର ଶିକ୍ଷା ବ୍ୟବସ୍ଥାରେ […]

ଆଜିରରାଶିଫଳ

ଅପ୍ରେଲମାସ ୧୨ତାରିଖ ୨୦୨୪ମସିହା(ଶୁକ୍ରବାର) ଚୈତ୍ରମାସ- ଶୁକ୍ଳପକ୍ଷ,ତିଥି- ଚତୁର୍ଥୀ ଦିବା ଘ ୧୨/୪୭ ଗତେ ପଞ୍ଚମୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୩୫/ ୩୮, ସୂର୍ଯ୍ୟାସ୍ତ -ସନ୍ଧ୍ୟାଘ୦୬/୦୧/୩୫,ଯୋଗିନୀ ନୈରୁତେ ଦିବା ଘ୧୨/୪୭ଗତେ ଦକ୍ଷିଣେ,ଚତୁର୍ଥୀର ଏକୋଦିଷ୍ଟ ଓ ପଞ୍ଚମୀର ପାର୍ବଣଶ୍ରାଦ୍ଧ,ବିଛାରାଶିର ଘାତଚନ୍ଦ୍ର, ବିଛା,ଧନୁ ଓ ମୀନରାଶିର ଘାତବାର,କାଳବେଳା ଓ ବାରବେଳା – ଦିବା ଘ୦୮/୪୦ ଗତେ ଘ୧୧/୪୪ ମଧ୍ୟେ,ବିଶୁଦ୍ଧ ଅମୃତବେଳ। -ଦିବା ଘ୦୭/୧୦ ମଧ୍ୟେ ଓ ଘ୦୭/୫୬ ଗତେ ଘ୦୮/୩୯ ମଧ୍ୟେ ଓ ଘ୧୨/୪୪ ଗତେ ଘ୦୨/୨୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ରାତ୍ରି ଘ୧୦/୫୧ ଗତେ ଘ୦୧୧/୩୯ […]