Browsing daily archive

April 25, 2024

ଆଜିର ରାଶିଫଳ

ଅପ୍ରେଲମାସ ୨୬ତାରିଖ ୨୦୨୪ମସିହା (ଶୁକ୍ର ବାର)ବୈଶାଖମାସ- କୃଷ୍ଣପକ୍ଷ,ତିଥି- ଦ୍ଵିତୀୟା ଦିବା ଘ୦୭/୩୮ ଗତେ ତୃତୀୟା,ସୁର୍ୟୋଦୟ-ପ୍ରାତଃ ଘ୦୫/୨୫/୩୨,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୫/୧୭, ଯୋଗିନୀ ଉତ୍ତରେ ଦିବା ଘ୦୭/୩୮ଗତେ ଅଗ୍ନିକୋଣେ,ତୃତୀୟାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବିଛା,ଧନୁ ଓ ମୀନ ରାଶିର ଘାତବାର,ଅଦ୍ୟ ମୃତେ ଦିବା ଘ ୦୭/୩୮ ମଧେ ଏକପାଦ ପୁଷ୍କର ଦୋଷ,କାଳବେଳା ଓ ବାରବେଳା -ଦିବା ଘ୦୮/ ୩୨ଗତେ ଘ୧୧/୪୨ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୦୦ ମଧ୍ୟେ ଓ ଘ୦୭/୪୬ ଗତେ ଘ୦୮ /୩୧ ମଧ୍ୟେ ଓ ଘ୧୨/୪୩ ଗତେ […]

୩ନେତାଙ୍କୁ ଜେଡ୍ ସ୍କେଲ ସୁରକ୍ଷା

ଭୁବନେଶ୍ୱର,୨୫ା୪(ଏସଏସନିଉଜ) କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ୫ ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ ଏବଂ ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ‘ଜେଡ୍’ ସ୍କେଲ୍ ସୁରକ୍ଷା ମିଳିବ।ଏହାସହ ବିଜେପିର ରାଜ୍ୟ ସଭାପତି ମନମୋହନ ସାମଲ, ଓପିସିସି ସଭାପତି ଶରତ ପଟ୍ଟନାୟକ ଏବଂ କଣ୍ଟାବାଞ୍ଜି ବିଧାୟକ ସାନ୍ତୋଶ ସିଂ ସାଲୁଜାଙ୍କୁ ‘ୱାଇ’ ସ୍କେଲ ସୁରକ୍ଷା ଯୋଗାଇ ଦିଆଯିବ। ମତଦାନ ସମୟରେ ସୁରକ୍ଷାକୁ ଦୃଷ୍ଟିରେ ରଖି ପୁଲିସ୍ ବିଭାଗ ପକ୍ଷରୁ ଏହି ପଦ‌କ୍ଷେପ ଗ୍ରହଣ କରାଯାଇଛି।ଏକ ସମୀକ୍ଷା ବୈଠକ ପରେ […]

ସୋନପୁରରୁ ଶାହା

ଭୁବନେଶ୍ୱର,୨୫ା୪(ଏସଏସନିଉଜ) ଓଡ଼ିଶାରେ ପ୍ରଥମ ପର‌୍ୟ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଆରମ୍ଭ ହୋଇ ଯାଇଛି। ଶାସକ ଦଳ ବିଜେଡି ପକ୍ଷରୁ ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲ୍ଲା ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଥିଲେ। ଏହାର ଗୋଟିଏ ଦିନ ପରେ ବିଜେପି ନିଜର ପ୍ରଚାର ଆରମ୍ଭ କରିଛି। ମାତ୍ର ବିଜେପି ପଶ୍ଚିମ ଓଡ଼ିଶାରୁ ପ୍ରଚାର ଆରମ୍ଭ କରିଛି। ବିଜେପି ସଙ୍ଗଠନର ଦ୍ୱିତୀୟ ମୁଖ୍ୟ ତଥା ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୋନପୁରରୁ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଶ୍ରୀ ଶାହା […]