Browsing daily archive

April 27, 2024

ବିଜେଡ଼ିରେ ଯୋଗଦେଲେ ପ୍ରତାପ ଚନ୍ଦ୍ର ରାଉତ

ଭୁବନେଶ୍ୱର,୧୭।୪(ଏସଏସନିଉଜ)ଶନିବାର ଦିନ କଂଗ୍ରେସନେତା ପ୍ରତାପଚନ୍ଦ୍ରରାଉତଙ୍କ ସହ ୨ ହଜାରରୁ ଊର୍ଦ୍ଧ୍ୱ କଂଗ୍ରେସକର୍ମୀ ଆଜି ଶଙ୍ଖଭବନ ଠାରେ ଭୁବନେଶ୍ୱର ଉତ୍ତରବିଧାୟକ ସୁଶାନ୍ତ ରାଉତ, ରାଜ୍ୟସଭାସାଂସଦ ଡକ୍ଟର ସସ୍ମିତପାତ୍ର ଓ ବରିଷ୍ଠ ମୁରବି ଅନ୍ତର୍ଯ୍ୟାମୀ କୁଅଁରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ।ଦଳରେ ସାମିଲ୍ ହେବାପରେ ପ୍ରତାପଚନ୍ଦ୍ରରାଉତଙ୍କୁ ବିଧାୟକ ସୁଶାନ୍ତ ରାଉତ ଉପଢୌକନଦେଇ ଦଳକୁ ସ୍ୱାଗତ କରିଥିଲେ।ପ୍ରତାପଚନ୍ଦ୍ରରାଉତ ଓ ତାଙ୍କ ସମର୍ଥକଙ୍କ ଯୋଗଦାନ ପରେ ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ଦଳୀୟସଂଗଠନ ଆହୁରି ମଜଭୂତ ହେବ ଡକ୍ଟର ସସ୍ମିତପାତ୍ର କହିଥିଲେ […]

ଆଜିର ରାଶିଫଳ

୨୦୨୪ମସିହା ଅପ୍ରେଲମାସ ୨୮ ତାରିଖ ରବିବାର।ମଧୁବାବୁ ଜୟନ୍ତୀ, ସତୀ ଅନୁସୂୟା ଜୟନ୍ତୀ।ସୁର୍ଯ୍ୟୋଦୟ- ଘ୫/୨୩/୧୬,ସୂର୍ଯ୍ୟାସ୍ତ- ଘ୬/୫/୧୦,ବୈଶାଖମାସ,କୃଷ୍ଣପକ୍ଷ,ଆଦିତ୍ୟବାସ,ତିଥି- ଚତୁର୍ଥୀ ଦିବା ଘ୮/୨୦ମି ପର୍ଯ୍ୟନ୍ତ ତଦନ୍ତେ ପଞ୍ଚମୀ ।ଯୋଗିନୀ ସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ନୈର୍ଋତ କୋଣରେ, ଦିବା ଘ୮/୨୦ମି ପରେ ଦକ୍ଷିଣ ଦିଗରେ। ରିକ୍ତାତିଥି ଦୋଷ ହେତୁ ଦିବା ଘ୮/୨୦ମି ପରେ ରାତ୍ରି ଶେଷପର୍ଯ୍ୟନ୍ତ ଯାତ୍ରା ଶୁଭ।ଦକ୍ଷିଣଦିଗ, ଅଗ୍ନିକୋଣ ଓ ପୂର୍ବଦିଗକୁ ତ୍ୟାଗକରି ଯାତ୍ରା କରାଯିବ।ଘାତଚନ୍ଦ୍ର–ତୁଳା ଓ କୁମ୍ଭରାଶିର ଘାତଚନ୍ଦ୍ର।ଘାତବାର–ମେଷ ରାଶିର ଘାତବାର।ସାମ୍ବତ୍ସରିକଶ୍ରାଦ୍ଧ–ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ।ନିଷିଦ୍ଧଖାଦ୍ୟ-ମୂଳା ଏବଂ ଦିବା […]