ଟ୍ରକ୍ ମାଡ଼ିଯିବାରୁ ୨ମହିଳାଙ୍କ ସମେତ ୩ମୃତ
ନବରଙ୍ଗପୁର,୨୧ା୪(ଏସଏସନିଉଜ) ଆଜି ଅପରାହ୍ନରେ ରାଇଘର କୁନ୍ଦେଇ ମୁଖ୍ୟରାସ୍ତାର ଜୋଡ଼ିଙ୍ଗା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ ମୃତ୍ୟୁ ଘଟିଛି । ଟ୍ରକ ସହ ଯାତ୍ରୀବାହୀ ଆଟୋର ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଦୁଇ ଜଣ ମହିଳା ଓ ଜଣେ ପୁରୁଷଙ୍କ ମୃତ୍ୟୁ ଘଟିଥିବା ବେଳେ ଆଟୋ ଡ୍ରାଇଭର ସମେତ ୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଆହତ ମାନଙ୍କୁ ଜୋଡ଼ିଙ୍ଗା ମେଡିକାଲ୍ ଓ ଉମରକୋଟ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଓଡି […]