Browsing monthly archive

April 2024

ଓଭରବ୍ରିଜ୍‌ରୁ ଖସିଲା ବସ୍‌

ଯାଜପୁର,୧୫।୪(ଏସଏସନିଉଜ) ଓଭର ବ୍ରିଜ୍‌ରୁ ତଳକୁ ଖସିଲା ଯାତ୍ରୀବାହୀ ବସ୍।ଏନ୍‌ଏଚ୍‌-୧୬ର ବାରବାଟୀ ଛକ ପାଖରେ ବସ ଖସି ୪୦ଜଣ ଆହତ ହୋଇଥିବାବେଳେ ୩ଜଣ ମୃତୁ ବରଣ କରିଛନ୍ତି।ଉଦ୍ଧାର କାର୍ଯ୍ୟରେ ୧୬ ଆମ୍ବୁଲାନ୍ସ ଲାଗିଥିବାବେଳେ , ବସ୍‌ ଉଠାଇବାକୁ ଆସିଲା କ୍ରେନ୍‌।ସମସ୍ତ ଆହତଙ୍କୁ ଧର୍ମଶାଳା ଓ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।ଖବରପାଇ ଦୁର୍ଘଟଣାସ୍ଥଳରେ ପହଞ୍ଚିଲେ ଏସ୍‌ପି , ମେଡିକାଲ ଷ୍ଟାଫ୍‌।ବସ୍‌ଟି ପୁରୀରୁ ହଳଦିଆ ଯାଉଥିଲା ବେଳେ ଏନ୍‌ଏଚ୍‌-୧୬ର ବାରବାଟୀ ଛକ ପାଖରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ଆଜିର ରାଶିଫଳ

ଅପ୍ରେଲମାସ ୧୫ତାରିଖ ୨୦୨୪ ମସିହା (ସୋମ ବାର)ଚୈତ୍ରମାସ-ଶୁକ୍ଳପକ୍ଷ,ତିଥି- ସପ୍ତମୀ ଦିବା ଘ ୧୧/୫୮ ଗତେ ଅଷ୍ଟମୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୩୩/୦୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୧/୩୫, ଯୋଗିନୀ ବାୟବ୍ୟେ ଦିବା ଘ୧୧/୫୮ ଗତେ ଐଶାନ୍ୟ,ସପ୍ତମୀର ଏକୋଦିଷ୍ଟ ଓ ଅଷ୍ଟମୀର ପାର୍ବଣଶ୍ରାଦ୍ଧ,ମିଥୁନରାଶିର ଘାତବାର, କାଳବେଳା -ଦିବା ଘ୦୭/୦୩ ଗତେ ଘ୦୮/୩୬ ମଧ୍ୟେ, ବାରବେଳା – ଦିବା ଘ୦୨/୫୫ ଗତେ ଘ୦୪/୩୦ ମଧ୍ୟେ,ବିଶୁଦ୍ଧ ଅମୃତବେଳ। – ଦିବା ଘ୦୭/୦୨ ମଧ୍ୟେ ଓ ଘ୧୦/୧୨ ଗତେ ଘ୧୨/୪୧ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୪/୩୧ ଗତେ ଘ୦୪/୪୨ ମଧ୍ୟେ,ତାଳ […]

ଆଜିରରାଶିଫଳ

୨୦୨୪ ମସିହା ଅପ୍ରେଲ ମାସ ୧୪ ତାରିଖ ରବିବାର।ମହାବିଷୁବ (ପଣା) ସଂକ୍ରାନ୍ତି, ହନୁମାନ ଜୟନ୍ତୀ, ବାସନ୍ତିକ ମୃଣ୍ମୟୀ ଦେବୀଙ୍କର ବିଲ୍ବବରଣ ଓ ପୀଠ ଦେବୀଙ୍କର ବାସନ୍ତିକ ସପ୍ତମୀ ପୂଜା, ଶ୍ରୀମନ୍ଦିରେ ଚୈତ୍ର ଗୁଣ୍ଡିଚା ଯାତ୍ରା, ଶ୍ରୀରାଧାରମଣ ଦେବଙ୍କ ଜନ୍ମୋତ୍ସବ, ଆମ୍ବେଦକର ଜୟନ୍ତୀ।ଅଦ୍ୟ ସୂର୍ଯ୍ୟୋଦୟ ରୁ ଦିବା ଘ୯/୪୧ମି ମଧ୍ୟେ ସଂକ୍ରାନ୍ତିର ବିଶିଷ୍ଟ ପୂଣ୍ୟକାଳଃ ଏବଂ ଦିବା ଘ୯/୪୧ମି ଠାରୁ ଦିବା ଘ୧୧/୪୭ମି ମଧ୍ୟେ ସଂକ୍ରାନ୍ତିର ପୂଣ୍ୟକାଳଃ।ସୁର୍ଯ୍ୟୋଦୟ- ଘ୫/୩୩/୧୯ ,ସୂର୍ଯ୍ୟାସ୍ତ- ଘ୬/୦/୫୫ ,ଚୈତ୍ରମାସ ,ଶୁକ୍ଳପକ୍ଷ ,ଆଦିତ୍ୟବାସ ,ତିଥି- ଷଷ୍ଠୀ […]

ମେଣ୍ଢାଶାଳରେ ଅଘୋରତପ

ମେଣ୍ଢାଶାଳ,୧୩ା୪(ଏସଏସନିଉଜ)ପବିତ୍ର ମହାବିଷୁବସଂକ୍ରାନ୍ତି ଓ ଓଡିଆ ନବବର୍ଷ ଉପଲକ୍ଷେ ରାଜ୍ୟର ବିଭିର୍ଣପ୍ରାନ୍ତରରେ ଦଣ୍ଡଯାତ୍ରାପାଳନ ହେଉଥବାବେଳେ ରାଜଧାନୀଉପକଣ୍ଠ ମେଣ୍ଢାଶାଳଗ୍ରାମ ରେ ଶହଶହ ବର୍ଷରୁ ପାଳିତହୋଇଆସୁଥିବା ଏହିଯାତ୍ରା ଦୁଇଦିନଧରି ଅନୁଷ୍ଠିତହୋଇଥାଏ ।ପଣାସଂକ୍ରାନ୍ତିରପୁର୍ବଦିନ ମେରୁଉସ୍‌ବରେ ପ୍ରଥମେ ଦଣ୍ଡଗଡା ଶନିବାରଦିନ ଅନୁଷ୍ଠିତହୋଇଥିଲା ।ଶତାଧିକ ପାଟଦାଣ୍ଡୁଆ ଦୁଲାଦେବୀଙ୍କ ମନ୍ଦିରରୁ ବାହାରି ବିଂଚାଯାଇଥିବା ଉତପ୍ତବାଲିରେ ଗଡିଗଡି ଅଧକିମିଦୁରରେ ଥିବା ଶ୍ରୀଶ୍ରୀଭଗବତବାସୁଦେବଙ୍କ ମନ୍ଦିରପର୍ଯ୍ୟନ୍ତ ପହଂଚିଥିଲେ ।ମନ୍ଦିରରେ କିଛିସମୟ ବିଶ୍ରାମପରେ ପଦ୍ମପୋଖରୀର ସ୍ନାନାଦିକର୍ମ ସରିବାପରେ ଗାଁଭିତରେ ପଣାଖିଆ ଆରମ୍ଭ କରିଥିଲେ ।ପାଟୁଆମାନେ ଗୈାରିବେତଦଣ୍ଡଧରି ଯାଚଣାଥିବା ୮ଶହ ପରିବାରଙ୍କ ଘରକୁଯାଇ ପଣାଖାଇଥିଲେ […]

ଶ୍ରୀଜୟଦେବ ଇଣ୍ଟରନ୍ୟାସନାଲସ୍କୁଲର ସପ୍ତମ ବାର୍ଷିକଉତ୍ସବ

  ଭୁବନେଶ୍ବର ୧୧।୪(ଏସଏସନିଉଜ)ପଟିଆ କାନନ ବିହାର ଫେଜ୍-୨ ସ୍ଥିତ ଶ୍ରୀଜୟଦେବ ଇଣ୍ଟର ନ୍ୟାସନାଲସ୍କୁଲର ସପ୍ତମ ବାର୍ଷିକଉତ୍ସବ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟ ପରିଚାଳନାକମିଟିର ଅଧ୍ୟକ୍ଷା ଅନ୍ନପୂର୍ଣ୍ଣାମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉତ୍ସବରେ ମୁଖ୍ଯଅତିଥି ଉତ୍କଳବିଶ୍ୱବିଦ୍ୟାଳୟର ପଦାର୍ଥ ବିଜ୍ଞାନବିଭାଗର ପ୍ରଫେସର ଲମ୍ବୋଦର ପ୍ରସାଦ ସିଂ ଯୋଗଦେଇ ବର୍ତ୍ତମାନ ଦୈନଦିନ ଜୀବନରେ ବିଜ୍ଞାନ ଉପାଦେୟତା ଓ ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଗଠନରେ କିପରି ସହାୟକ ତାହା ସୂଚାଇ ଦେଇଥିଲେ।ମୁଖ୍ୟବକ୍ତାଭାବେ ପ୍ରଫେସର ଡଃ. ଧିରେନ ମହାନ୍ତି ଯୋଗଦେଇ ଶିକ୍ଷାସାଧନର କୌଶଳ ଓ ସାମାଜିକ ପରିବର୍ତ୍ତନ […]

ଆଜିର ରାଶିଫଳ

ଅପ୍ରେଲମାସ ୧୩ତାରିଖ ୨୦୨୪ ମସିହା (ଶନି ବାର)ଚୈତ୍ରମାସ- ଶୁକ୍ଳପକ୍ଷ,ତିଥି- ପଞ୍ଚମୀ ଦିବା ଘ ୧୧/୪୪ ଗତେ ଷଷ୍ଠୀ,ନକ୍ଷତ୍ର- ମୃର୍ଗଶିରା ରାତ୍ରି ଘ୦୧/୦୯ ଗତେ ଆର୍ଦ୍ରା,ସୁର୍ୟୋଦୟ-ପ୍ରାତଃ ଘ୦୫/୩୪ /୨୮, ସୂର୍ଯ୍ୟାସ୍ତ -ସନ୍ଧ୍ୟାଘ୦୬/ ୦୧/ ୩୭,ଯୋଗିନୀ ଦକ୍ଷିଣେ ଦିବା ଘ୧୧/୪୪ଗତେ ପଶ୍ଚିମ,ପଞ୍ଚମୀର ଏକୋଦିଷ୍ଟ ଓ ଷଷ୍ଠୀର ପାର୍ବଣ ଶ୍ରାଦ୍ଧ,କନ୍ୟାରାଶିର ଘାତଚନ୍ଦ୍ର, ବୃଷ,ସିଂହ ଓ କନ୍ୟାରାଶିର ଘାତବାର,କାଳବେଳା -ଦିବା ଘ୦୭/୦୭ ମଧ୍ୟେ ଓ ଘ୦୪/୩୦ ଗତେ ଘ୦୬/୦୩ ମଧ୍ୟେ,ବାରବେଳା – ଦିବା ଘ୦୧/୨୦ ଗତେ ଘ୦୨/୫୫ ମଧ୍ୟେ,ବିଶୁଦ୍ଧ ଅମୃତବେଳ। – ଦିବା […]

ବିରୂପାରେ ଭାସିଯାଇ ୨ମୃତୁ

ଚୌଦ୍ୱାର.୧୨।୪(ଏସଏସ ନିଉଜ)ବିରୂପା ନଦୀରେ ଭାସିଯାଇ ୨ଜଣ ଯୁବକ ମୃତୁବରଣ କରିଛନ୍ତି।ସେମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ କଟକ ଏସ୍‌ସିବିକୁ ଅଣାଯାଇଥିଲା।ହେଲେ ଡାକ୍ତର ସେଠାରେ ୨ଜଣ ଯୁବକଙ୍କୁ ମୃତ ଘୋଷଣା କରିଥିଲେ ।୨ଜଣ ଯୁବକ ଚୌଦ୍ୱାର ଖୋର୍ଦ୍ଧା ସାହିର ହୋଇଥିବା ସୂଚନା ମିକିଛି।

ଘର ବାହାରେ ରକ୍ତ,ହତ୍ୟା ସନ୍ଦେହ!

ବାଙ୍କୀ,୧୨।୪(ଏସଏସନିଉଜ) ଘର ବାହାରେ ରକ୍ତର ଛିଟା ପଡିଛି।ଜଣଙ୍କୁ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରାଯାଉଛି।ହରିରାଜପୁର ପଞ୍ଚାୟତ ନୂଆସାହି କୋଠଘର ବାହାରେ ରକ୍ତ ଛିଟା ଲାଗିଛି। ବାହାରେ ଖଣ୍ଡା, ମୋବାଇଲ, ଚପଲ ଆଦି ପଡ଼ିଥିବାରୁ ହତ୍ୟା ସନ୍ଦେହ କରାଯାଉଛି।ଘର ଭିତରପଟୁ ବନ୍ଦ ରହିଛି, ଘଟଣାସ୍ଥଳରେ ପହଁଚି ପୋଲିସ ଛାନଭିନ୍‌ ଆରମ୍ଭ କରିଛି।ଘର ଭିତରେ ଜଣଙ୍କର ମୃତଦେହ ପଡ଼ି ରହିଥିବା ସନ୍ଦେହ କରାଯାଉଛି।

ଶ୍ରୀଜୟଦେବ ଶିକ୍ଷାକେନ୍ଦ୍ରର ତ୍ରିଂଶ ସମାବର୍ତ୍ତନଉତ୍ସବ

ଭୁବନେଶ୍ବର,୧୧ା୵୪(ଏସଏସନିଉଜ) ପଟିଆ କାନନ ବିହାର ଫେଜ୍-୨ ସ୍ଥିତ ଶ୍ରୀ ଜୟଦେବ ଶିକ୍ଷାକେନ୍ଦ୍ରର ୩୦ ତମ ବାର୍ଷିକ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପରିଚାଳନା କମିଟିର ଅଧ୍ୟକ୍ଷା ଅନ୍ନପୂର୍ଣ୍ଣା ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଡଃ. ହରିହର କାନୁନଗୋ ଯୋଗଦେଇ ବିଦ୍ୟାଳୟର କାର୍ଯ୍ୟକ୍ରମ ଓ ଯେଉଁ ମହତ ଉଦ୍ଦେଶ୍ୟ ନେଇ ବିଦ୍ୟାଳୟଟି ପ୍ରତିଷ୍ଠିତ ତାର ଛାତ୍ରଛାତ୍ରୀମାନଙ୍କର ପ୍ରତିଭାର ଭୂୟସୀ ପ୍ରଶଂସା କରିଥିଲେ। ଚିତ୍ତରଞ୍ଜନ ମହାପାତ୍ର ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଆଜିର ଶିକ୍ଷା ବ୍ୟବସ୍ଥାରେ […]

ଆଜିରରାଶିଫଳ

ଅପ୍ରେଲମାସ ୧୨ତାରିଖ ୨୦୨୪ମସିହା(ଶୁକ୍ରବାର) ଚୈତ୍ରମାସ- ଶୁକ୍ଳପକ୍ଷ,ତିଥି- ଚତୁର୍ଥୀ ଦିବା ଘ ୧୨/୪୭ ଗତେ ପଞ୍ଚମୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୩୫/ ୩୮, ସୂର୍ଯ୍ୟାସ୍ତ -ସନ୍ଧ୍ୟାଘ୦୬/୦୧/୩୫,ଯୋଗିନୀ ନୈରୁତେ ଦିବା ଘ୧୨/୪୭ଗତେ ଦକ୍ଷିଣେ,ଚତୁର୍ଥୀର ଏକୋଦିଷ୍ଟ ଓ ପଞ୍ଚମୀର ପାର୍ବଣଶ୍ରାଦ୍ଧ,ବିଛାରାଶିର ଘାତଚନ୍ଦ୍ର, ବିଛା,ଧନୁ ଓ ମୀନରାଶିର ଘାତବାର,କାଳବେଳା ଓ ବାରବେଳା – ଦିବା ଘ୦୮/୪୦ ଗତେ ଘ୧୧/୪୪ ମଧ୍ୟେ,ବିଶୁଦ୍ଧ ଅମୃତବେଳ। -ଦିବା ଘ୦୭/୧୦ ମଧ୍ୟେ ଓ ଘ୦୭/୫୬ ଗତେ ଘ୦୮/୩୯ ମଧ୍ୟେ ଓ ଘ୧୨/୪୪ ଗତେ ଘ୦୨/୨୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ରାତ୍ରି ଘ୧୦/୫୧ ଗତେ ଘ୦୧୧/୩୯ […]