ଆଜିର ରାଶିଫଳ
ମଇମାସ ୦୮ତାରିଖ ୨୦୨୪ମସିହା(ବୁଧବାର)ବୈଶାଖମାସ- କୃଷ୍ଣପକ୍ଷ,ତିଥି- ଅମାବାସ୍ୟା ଦିବା ଘ୦୮/୪୦ ଗତେ ପ୍ରତିପଦ ,ନକ୍ଷତ୍ର- ଦ୍ଵିଜା ଦିବା ଘ ୦୨/୦୦ ଗତେ କୃତ୍ତିକା ,ସୁର୍ୟୋଦୟ-ପ୍ରାତଃ ଘ୦୫/୧୮/୨୪ ,ସୂର୍ଯ୍ୟାସ୍ତ -ସନ୍ଧ୍ୟାଘ୦୬/୦୯/୦୭ ,ଯୋଗିନୀ ଐଶାନ୍ୟେ ଦିବା ଘ୦୮/୪୦ ଗତେ ପୂର୍ବେ ,ପ୍ରତିପଦ ର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ବିଛାରାଶିର ଘାତଚନ୍ଦ୍ର ,କର୍କଟରାଶିର ଘାତବାର ,ଅଦ୍ୟ ମୃତେ ଦିବାଘ ୦୨/୦୦ଗତେ ଏକପାଦ ପୁଷ୍କରଦୋଷ ,କାଳବେଳା -ଦିବା ଘ୦୮/୨୮ ଗତେ ଘ୧୦/୦୫ ମଧ୍ୟେ ,ବାରବେଳା – ଦିବା ଘ୧୧/୪୨ ଗତେ ଘ୦୧/୨୭ ମଧ୍ୟେ ,ବିଶୁଦ୍ଧ […]