ଡିସିପି ଅଫିସରେ ଆତ୍ମସମର୍ପଣ କଲେ ଜଗନ୍ନାଥ ପ୍ରଧାନ
ଭୁବନେଶ୍ୱର,୩।୭(ଏସଏସନିଉଜ)ବିଏମସି ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣାରେ ନୂଆ ମୋଡ଼ ଆସିଛି।ସୋମବାର ଦିନ ବିଏମ୍ସିର ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣା ନେଇ ଜଗନ୍ନାଥ ପ୍ରଧାନ ବିବାଦରେ ଫସିଛନ୍ତି। ଏହି ଘଟଣାକୁ ନେଇ ଓଏଏସ୍ ସଂଘ ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଆନ୍ଦୋଳନକୁ ଓହ୍ଲାଇଛି। ବିଜେପିର ବରିଷ୍ଠନେତା ଜଗନ୍ନାଥ ପ୍ରଧାନ ଗୁରୁବାର ରାତିରେ ଡିସିପି କାର୍ଯ୍ୟାଳୟରେ ଆତ୍ମସମର୍ପଣ କଲା ପରେ ପୁଲିସ ତାଙ୍କୁ ଗିରଫ କରିଛି। ଯାହାଫଳରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ଅନ୍ୟପଟେ ବିଏମ୍ସି ଅତିରିକ୍ତ […]