ଖଣି ବିଭାଗ ପାଉନାହି ,ପୋଲିସ ଧରୁଛି ବାଲି ଗାଡି
କଟକ,୧୮।୧୨(ଏସଏସନିଉଜ)ବାଲି ଓ ମୋରମର ଚୋରା ଚାଲାଣର ପେଣ୍ଠସ୍ଥଳ ଏବେ ପାଲଟିଛି ବାରଙ୍ଗ ଅଞ୍ଚଳ।ରାତି ହେବା ମାତ୍ରେ ମାଫିଆ ମାନେ ସକ୍ରିୟ ହୋଇଉଠୁଛନ୍ତି।ସ୍ଥାନୀୟ କୁଜିନେତାମାନଙ୍କୁ ହାତରେ ରଖି ବେଶ୍ ଲାଭବାନ ହେଇଥିବା ବେଳେ ସରକାରଙ୍କ ରାଜସ୍ବ ହାନି ହେବାରେ ଲାଗିଛି।ସବୁଠାରୁ ବଡକଥା ହେଲା ଖଣି ବିଭାଗ ଏସବୁର ଟେର ପାଉନଥିବା ବେଳେ ପୋଲିସ ବାଲି ମାଫିଆଙ୍କୁ ସାବାଡ କରିବାରେ ଲାଗିଛି।ବୁଧବାର ବିଳମ୍ବିତ ରାତିରେ ୯ଟି ବାଲି ବୋଝେଇ ଗାଡ଼ିକୁ ଜବତ କରିଛି ବାରଙ୍ଗ ଥାନା ପୋଲିସ। ପ୍ରକାଶଯେ,ବୁଧବାର ବିଳମ୍ବିତ […]