ନିଲମ୍ବନ ହେଲେ SI
ଭୁବନେଶ୍ବର,୧୮।୭(ଏସଏସନିଉଜ)ଭୁବନେଶ୍ବର ଖଣ୍ଡଗିରି ଥାନା SI ଦେବୀ ପ୍ରସାଦ ବେହୁରା ସସ୍ପେଣ୍ଡ କାର୍ଯ୍ୟରେ ଅବହେଳା ଅଭିଯୋଗରେ ନିଲମ୍ବନ କଲେ ପୋଲିସ କମିଶନର।NDPS ମାମଲାରେ ୬୦ ଦିନ ଭିତରେ ଚାର୍ଜସିଟ ଦାଖଲ ନ କରିବାରୁ ଆକ୍ସନ୍ ନିଆଯାଇଛି।ଗତ ଅପ୍ରେଲ ୧୧ ତାରିଖରେ ଶେଖ ଜାମସେଦ ନାମକ ଜଣେ ଅଭିଯୁକ୍ତକୁ ପୁଲିସ ଏନକାଉଣ୍ଟର କରିଥିଲା। ଏହି ଏନ୍କାଉଣ୍ଟରରେ ଆହତ ହେଲା ପରେ କମିସନରେଟ୍ ପୁଲିସ ଘଟଣାସ୍ଥଳରୁ ଅଭିଯୁକ୍ତର ଠାରୁ ବ୍ରାଉନସୁଗର ଜବତ କରିଥିଲା। ସ୍ପେଶାଲ କ୍ରାଇମ ୟୁନିଟ ଓ ଖଣ୍ଡଗିରିଥାନା ପୁଲିସର […]