୨୦୫ କୋଟି ପ୍ରକଳ୍ପର ଶୁଭ ଉଦ୍ଘାଟନକଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩ଜୁନ(ଏସଏସନିଉଜ)ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଦେବଗଡ଼ ଜିଲ୍ଲା ଗସ୍ତରେ ଯାଇ ସେଠାରେ ପ୍ରାୟ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭଉଦ୍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ ଦେବଗଡ଼ ଜିଲ୍ଲାପାଇଁ ଆଜି ୩୦୦ଶଯ୍ୟା ବିଶିଷ୍ଟ ନବ ନିର୍ମିତ ଡାକ୍ତରଖାନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଉଦ୍ଘାଟିତ ହୋଇଛି । ସୂଚନାଥାଉକି, ଏହି ପ୍ରକଳ୍ପଗୁଡିକ ମଧ୍ୟରେ ୧୧ଟି ସ୍ୱାସ୍ଥ୍ୟସେବା ପ୍ରକଳ୍ପ ଏବଂ ୪ଟି ଶିକ୍ଷା ଭିତ୍ତିଭୂମି ଉନ୍ନତି କରଣପ୍ରକଳ୍ପ ରହିଛି।ଏହି […]