Browsing yearly archive

2025

କାର ବାଇକକୁ ଦେଲା ଧକା

ବାରଙ୍ଗ, ୩୦।୪(ଏସଏସନିୟୁଜ) ବାରଙ୍ଗ ଥାନା ଅନ୍ତର୍ଗତ ନରଣପୁର ଗ୍ରାମ ନିକଟରେ କାର ଧକ୍କାରେ ଜଣେ ବାଇକ୍ ଚାଳକ ଗୁରୁତର ଆହତ ହୋଇଛନ୍ତି। ପ୍ରକାଶ ଯେ, ମଙ୍ଗଳବାର ବିଳମ୍ବିତ ରାତିରେ ବାଲିକୁଦା ରୁ ତ୍ରିଶୂଳିଆ ଅଭିମୁଖେ ଓଡି ୦୨ବିୟୁ ୬୭୩୮ ନମ୍ୱର କାରଟି ଦୃତଗତିରେ ଆସୁଥି ବାବେଳେ ବିପରୀତ ଦିଗରୁ ଆସୁଥିବା ବେଳେ ଓଡି ୦୫ ଏୟୁ ୯୧୦୫ ନମ୍ୱର ବାଇକକୁ ନରଣପୁର ଗ୍ରାମ ନିକଟରେ ମୁହାଁ ମୁହିଁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ବାଇକ ଚାଳକଙ୍କ ଗୋଡ଼ ଉପରେ […]

ଆଜିର ରାଶିଫଳ

ମଇମାସ ୦୧ତାରିଖ ୨୦୨୫ ମସିହା(ଗୁରୁବାର) ବୈଶାଖମାସ- ଶୁକ୍ଳପକ୍ଷ,ତିଥି- ଚତୁର୍ଥୀ ଦିବା ଘ ୧୧/୨୦ ଗତେ ପଞ୍ଚମୀ,ନକ୍ଷତ୍ର- ମୃର୍ଗଶିରା ଦିବା ଘ୦୨/୫୫ ଗତେ ଆର୍ଦ୍ରା,ସୁର୍ୟୋଦୟ-ପ୍ରାତଃ ଘ୦୫/୨୨/୨୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୬/୫୯, ଯୋଗିନୀ ନୈରୁତେ ଦିବା ଘ୧୧/୨୧ଗତେ ଦକ୍ଷିଣେ, କନ୍ୟାରାଶିର ଘାତଚନ୍ଦ୍ର,ତୁଳା ଓ କୁମ୍ଭରାଶିର ଘାତବାର,ଚତୁର୍ଥୀର ଏକୋଦିଷ୍ଟ ଓ ପଞ୍ଚମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,କାଳବେଳା ଓ ବାର ବେଳା-ଦିବା ଘ୦୨/୫୬ଗତେ ଘ୦୬/୦୭ ମଧ୍ୟେ,ବିଶୁଦ୍ଧ ଅମୃତବେଳା-ରାତ୍ରି ଘ୦୧/୧୮ଗତେ ଘ୦୨/୪୬ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ଦିବା ଘ୦୬/୫୮ ମଧ୍ୟେ ଓ ଘ୧୦/୧୦ ଗତେ ଘ୧୨/୩୪ ମଧ୍ୟେ,ଅଦ୍ୟ ମୂଳା […]

ଶ୍ରମିକମାନଙ୍କ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ଟଙ୍କା ବୃଦ୍ଧି

ଭୁବନେଶ୍ୱର,୨୯।୪(ଏସଏସନିୟୁଜ)ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରମିକ ମାନଙ୍କ ପାଇଁ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଆଜି ମଞ୍ଜୁରୀ ଦେଇଛନ୍ତି । ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ସୁନାମ ଅର୍ଜନ କରିଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଶ୍ରମିକ ମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ମଜୁରୀ ବୃଦ୍ଧି କରିଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ଅଣକୁଶଳୀ ଶ୍ରମିକ ମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୪୫୨ ଟଙ୍କାରୁ […]

ଲୁଚିଥିଲେ , ଓଲ୍ଡଟାଉନ ଅଞ୍ଚଳରୁ ଧରିଲା ପୋଲିସ

ବାରଙ୍ଗ,୨୯।୪(ଏସଏସନିୟୁଜ)ଜବରଦସ୍ତ ଭଙ୍ଗା ବିୟର ବୋତଲ ଦେଖାଇ ମାରିଦେବାକୁ ଧମକ ଦେଇ ସୁନଚେନ୍ ଲୁଟିବା ଘଟନାରେ ପୋଲିସ ଦୁଇଜଣଙ୍କୁ ଗିରଫ କରିଥିବା ପରେ ଫେରାର ଥିବା ଅନ୍ୟ ଜଣଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛି।ସିଏ ହେଉଛନ୍ତି ପାଇକେରାପୁରର ଅନିଲ୍ ରଣଜିତ୍ ଓରଫ ପାପୁଲ୍ । ପ୍ରକାଶ ଯେ,ଗତ ମାର୍ଚ୍ଚ ୨୯ତାରିଖ ସକାଳେ ରବି ସୋଭେଶ ନାମକ ବ୍ୟକ୍ତି ତାଙ୍କ କଲେଜକୁ କାରରେ ଯାଉଥିବା ସମୟରେ, ଗୋଠପାଟଣା ଛକ ନିକଟରେ ୩ଜଣ ଅଜଣା ବ୍ୟକ୍ତି ଏକ ମୋଟରସାଇକେଲରେ […]

ବାରଙ୍ଗ ଅଞ୍ଚଳରେ ଜଣାଶୁଣା ନାଁ ନବଘନ ରାଉତ

ବାରଙ୍ଗ,୨୯।୪(ଏସଏସନିୟୁଜ) ନବଘନ ରାଉତ ବାରଙ୍ଗ ଅଞ୍ଚଳରେ ଜଣେ ଜଣାଶୁଣା ନାଁ ।ଖାଲି ସାମ୍ବାଦିକତା କ୍ଷେତ୍ରରେ ନୁହେଁ ସମାଜସେବୀ ଭାବେ ବେଶ୍ ପରିଚିତ ଥିଲେ।ଆଜି ସେ ନାହାନ୍ତି କିନ୍ତୁ ତାଙ୍କର ସେହି ସ୍ମୃତି ମନେ ପଡିଯାଉଛି,ବାରଙ୍ଗ ଅଞ୍ଚଳର ପ୍ରଥମ ସାମ୍ବାଦିକ ଭାବେ ସେ ଅଞ୍ଚଳର ସୁଖ ଓ ଦୁଃଖକୁ ଖବରକାଗଜ ମାଧ୍ୟମରେ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ସରକାରଙ୍କ ପାଖରେ ପହଞ୍ଚାଇ ପାରୁଥିଲେ ।ସାମ୍ବାଦିକତାକୁ ପେଶା ନୁହେଁ ନିଶା ଭାବେ ନେଇ ସେ ସାଧାରଣ ଲୋକଙ୍କୁ ସାହାଯ୍ୟ ଓ […]

ଆଜିର ରାଶିଫଳ

ଅପ୍ରେଲମାସ ୩୦ତାରିଖ ୨୦୨୫ମସିହା (ବୁଧବାର)ବୈଶାଖ ମାସ- ଶୁକ୍ଳପକ୍ଷତିଥି- ତୃତୀୟା ଦିବା ଘ ୦୨/୦୫ଗତେ ଚତୁର୍ଥୀ,ନକ୍ଷତ୍ର-  ରୋହିଣୀ ଦିବା ଘ୦୪/୪୭ ଗତେ ମୃର୍ଗଶିରା, ସୁର୍ୟୋଦୟ-ପ୍ରାତଃ ଘ୦୫/୨୨/୪୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୬/ ୧୯,ଯୋଗିନୀ ଅଗ୍ନିକୋଣେ ଦିବା ଘ୦୨/୦୫ ଗତେ ନୈରୁତେ,କନ୍ୟା ରାଶିର ଘାତବାର,କର୍କଟ ରାଶିର ଘାତଚନ୍ଦ୍ର,ତୃତୀୟାର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,କାଳବେଳା -ଦିବା ଘ୦୨/୨୬ଗତେ ଘ୦୩/୫୨ ମଧ୍ୟେ,ବାରବେଳା- ଦିବା ଘ୧୧/୩୭ଗତେ ଘ୦୧/୨୩ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୬/୫୮ମଧ୍ୟେ ଓ ରାତ୍ରି ଘ୦୬/୫୩ ଗତେ ଘ୦୯/୧୮ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୪/୧୩ ଗତେ ଘ୦୬/୦୦ […]

ଆଜିର ରାଶିଫଳ

ଅପ୍ରେଲମାସ ୨୯ତାରିଖ ୨୦୨୫ମସିହା (ମଙ୍ଗଳ ବାର)ବୈଶାଖମାସ- ଶୁକ୍ଳପକ୍ଷ,ତିଥି- ଦ୍ଵିତୀୟା ଦିବା ଘ ୦୫/୨୧ ଗତେ ତୃତୀୟା,ନକ୍ଷତ୍ର- କୃତିକା ରାତ୍ରି ଘ୦୭/୧୧ ଗତେ ରୋହିଣୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୨୩/୨୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୬/୦୯, ଯୋଗିନୀ ଉତ୍ତରେ ଦିବା ଘ୦୫/୨୧ ଗତେ ଅଗ୍ନିକୋଣେ,ବିଛାରାଶିର ଘାତବାର,ମକରରାଶିର ଘାତଚନ୍ଦ୍ର,ଦ୍ଵିତୀୟାର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ତ୍ରିପାଦ ଦିବାଘ୦୫/୨୧ଗତେ ଦ୍ୱୀପାଦ ରାତ୍ରି ଘ ୦୭/ ୧୧ ଗତେ ଏକପାଦ ପୁଷ୍କରଦୋଷ,କାଳବେଳା -ଦିବା ଘ୦୧/୨୩ଗତେ ଘ୦୨/୫୮ମଧ୍ୟେ,ବାରବେଳା- ଦିବା ଘ୦୬/୫୩ ଗତେ ଘ୦୮/୨୯ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୮/୩୦ ଗତେ ଘ୧୦/୧୦ ମଧ୍ୟେ […]

ପହେଲଗାମ୍ ଆତଙ୍କବାଦୀ ଆକ୍ରମଣରେ ମୃତକଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ

ବାରଙ୍ଗ, ୨୮।୪(ଏସଏସନିୟୁଜ) ଭୁବନେଶ୍ୱର ଉତର ବିଜେପି ପକ୍ଷରୁପହେଲ୍‌ଗାମ୍ ଆତଙ୍କବାଦୀ ଆକ୍ରମଣରେ ମୃତକମାନଙ୍କ ପ୍ରତି ସୋମବାର ସଂନ୍ଧ୍ୟାରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ସହ ସେମାନଙ୍କ ପରିବାର ପ୍ରତି ସମବେଦନା ଜ୍ଞାପନ କରାଯାଇଛି । ବିଜେପିନେତ୍ରୀ ସଂଯୁକ୍ତା ପଢ଼ିହାରିଙ୍କ ନେତୃତ୍ବରେ ବିଜେପି କର୍ମୀମାନେ ଢାୱା ଗ୍ରାମମୁଣ୍ଡରୁ ଏକ କ୍ୟାଣ୍ଡଲ ଶୋଭାଯାତ୍ରାରେ ବାହାରି ସୋମନାଥ ମନ୍ଦିର ପର୍ଯ୍ୟନ୍ତ ଯାଇଥିଲେ।ସୋମନାଥ ମନ୍ଦିର ପରିସରରେ ପହଂଚି ସେଠାରେମହମବତୀ ଜାଳି ନିରବ ପ୍ରାର୍ଥନା କରିଥିଲେ।କର୍ମୀମାନେ ଆତଙ୍କବାଦୀ ଆକ୍ରମଣରେ ନିହତ ବ୍ଯକ୍ତିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ […]

ପାକ୍‌ ୟୁଟ୍ୟୁବ୍‌ ଚ୍ୟାନେଲ ବ୍ୟାନ

ଭୁବନେଶ୍ଵର,୨୮।୪(ଏସଏସନୀୟୂଜ୍)ଭାରତରେ ପାକିସ୍ତାନ ୟୁଟୁବ୍‌ ଚ୍ୟାନେଲ ବ୍ୟାନ୍‌ କରାଯାଇଛି।୧୬ଟି ୟୁଟ୍ୟୁବ ଚ୍ୟାନେଲକୁ ବ୍ୟାନ କରୁଛି ଭାରତ ସରକାର।ଶୋଏବ ଅଖତର, ଆର୍‌ଜୁ କାଜ୍‌ମୀ, ସୟଦ ମୁଜାମ୍ମିଲ ଶାହ ଭଳି ଚ୍ୟାନେଲ ବ୍ୟାନ ହୋଇଛି।ସମା ଟିଭି, ଏରି ନ୍ୟୁଜ୍‌, ଜିଓ ନ୍ୟୁଜ୍‌, ଡନ୍‌ ନ୍ୟୁଜ୍‌ ଚାନେଲ ମଧ୍ୟ ବ୍ୟାନ୍‌ ହୋଇଛି।ମିଥ୍ୟା ଖବର ପ୍ରସାରଣ କରିବା ନେଇ ପଦକ୍ଷେପ ନିଆଯାଇଥିବାର ଜଣାପଡିଛି।

ଅନ୍ଧାରରେ ଅଧା ୟୁରୋପ

ଭୁବନେଶ୍ଵର,୨୮।୪(ଏସଏସ ନୀୟୂଜ୍)ଅନ୍ଧାରରେ ଅଧା ୟୁରୋପ ରହିଛି। ୟୁରୋପର ସ୍ପେନ୍‌, ପର୍ତ୍ତୁଗାଲ, ବେଲଜିୟମ୍‌ ଅନ୍ଧାରରେ ରହିଛି।ଦକ୍ଷିଣ ଫ୍ରାନ୍ସ ମଧ୍ୟ ଅନ୍ଧକାର ଆଚ୍ଛାଦିତ ହୋଇଛି।ଯାହାଫଳରେବିମାନ ଓ ଟ୍ରେନ୍‌ ସେବା ବାଧାପ୍ରାପ୍ତ ହେବା ସହ କାମ କରୁନି ଟେଲିଫୋନ୍‌।ଏତେବଡ଼ ବିଦ୍ୟୁତ ବିଭ୍ରାଟର ପ୍ରକୃତ କାରଣ ଅଦ୍ୟାବଧି ଜଣାପଡ଼ିନି।