ଚାମ୍ପିଅନ୍ସ ଟ୍ରଫି ଉଠାଇଲା ଭାରତ
ଭୁବନେଶ୍ୱର,୯।୩(ଏସଏସନିୟୂଜ)୧୨ବର୍ଷ ପରେ ପୁଣି ଥରେ ଚାମ୍ପିଅନ୍ସ ଟ୍ରଫି ଉଠାଇଲା ଭାରତ । ୨୫ବର୍ଷ ତଳର ବଦଲା ନେଲ୍ ଟିମ୍ ଇଣ୍ଡିଆ ।ବର୍ମିଂହମ ପରେ ଦୁବାଇରେ ହେଲା ଚାମ୍ପିଅନ୍ସ ଟ୍ରଫି ୱିନର । ଟୁର୍ଣ୍ଣାମେଣ୍ଟରେ ଅପରାଜୟ ଭାରତ ରୋମାଞ୍ଚକର ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ହରାଇ ତୃତୀୟଥର ପାଇଁ ଚାମ୍ପିଅନ୍ସ ଟ୍ରଫି ବିଜେତା ହୋଇଛି । ୨୫୨ ରନ୍ ଲକ୍ଷ୍ୟ ପିଛା କରି ଟିମ୍ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ୪ ୱିକେଟରେ ପରାସ୍ତ କରି କପ୍ ଉଠାଇଛି । ଫାଇନାଲ୍ରେ ରୋହିତଙ୍କ ୭୬ […]