Browsing daily archive

January 15, 2026

ଆକ୍ସନ ମୁଡରେ ଏମଭିଆଇ…

କଟକ,୧୫।୧(ଏସଏସନିଉଜ) କଥାରେ ଚୋର ଘର ସବୁଦିନ ଅନ୍ଧାର ନଥାଏ, ଦିନେ ନା ଦିନେ ଆଲୋକ ଆସେ । ଏମିତି ଏକ ଘଟଣା ଦେଖିବାକୁ ମିଳିଛି ବାରଙ୍ଗ ଅଞ୍ଚଳରେ । ଦେଶ ,ବିଦେଶ ଓ ରାଜ୍ୟରେ ଖ୍ୟାତିଅର୍ଜନ କରିଥିବା ନନ୍ଦନକାନନ ଏହି ଅଞ୍ଚଳରେ ଅବସ୍ଥିତ ।ପ୍ରତିଦିନ ଶହଶହ ଗାଡ଼ି ଏହି ରାଜରାସ୍ତାରେ ଆସନ୍ତି ।ହେଲେ କେତେକ ଗାଡ଼ି ମାଲିକ ବିନା ପରମିଟ ରେ ଗାଡ଼ି ଚଳାଉଥିବା ବେଳେ ଆଉ କେତେକ ଗାଡ଼ିମାଲିକ ଗାଡ଼ିରେ ଫେକ୍ ଗାଡ଼ି ନମ୍ବର ପକାଇ […]

ବିଜେଡିରୁ ବିଦାହେଲେ ଦୁଇ ବିଧାୟକ

ଭୁବନେଶ୍ୱର,୧୫।୧(ଏସଏସନିଉଜ)ବିଜେଡିରୁ ବିଦାହେଲେ ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ର।ଉଭୟଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବନ କରିଛନ୍ତି ସଭାପତି ନବୀନ ପଟ୍ଟନାୟକ । ସେମାନେ ହେଲେ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ ଓ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର।ନବୀନ କେନ୍ଦୁଝର ପାଇଁ କିଛି କରି ନାହାନ୍ତି । କେନ୍ଦୁଝରର ନେତା ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ପାଇଁ ବିକାଶ କରିବେ ବୋଲି ଗତକଲି ସନାତନ କେନ୍ଦୁଝରର ଏକ ସଭାରେ କହିଥିଲେ।ତେବେ ଅରବିନ୍ଦଙ୍କୁ ନିଲମ୍ବନ […]

ଆଜିର ରାଶିଫଳ

ଜାନୁଆରୀମାସ ୧୬ତାରିଖ ୨୦୨୬ମସିହା(ଶୁକ୍ରବାର)ମାଘମାସ- କୃର୍ଷ୍ଣପକ୍ଷ ,ତିଥି- ତ୍ରୟୋଦଶୀ ରାତ୍ରି ଘ୧୦/୪୧ ଗେତେ ଚତୁର୍ଦ୍ଦଶୀ ,ନକ୍ଷତ୍ର-ଜ୍ୟେଷ୍ଠା ପ୍ରାତଃ ଘ୦୬/୪୭ଗତେ ମୂଳା ,ସୁର୍ୟୋଦୟ-ପ୍ରାତଃ ଘ୦୬/୨୮/୩୮ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୫/୧୫ ,ଯୋଗିନୀ ଦକ୍ଷିଣେ ରାତ୍ରି ଘ୧୦/୪୧ ଗେତେ ପଶ୍ଚିମେ ,ତୁଳା ଓ କୁମ୍ଭରାଶିର ଘାତଚନ୍ଦ୍ର ,ବିଛା,ଧନୁ ଓ ମୀନରାଶିର ଘାତବାର ,ତ୍ରୟୋଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,କାଳବେଳା ଓ ବାରବେଳା- ଦିବା ଘ୦୯/୧୨ଗତେ ଘ୧୨/୫୮ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୮/୦୪ମଧ୍ୟେ ଓ ଘ୦୮/୫୦ଗତେ ଘ୦୯/୧୧ ମଧ୍ୟେ ଓ ଘ୦୧/୪୦ ଗତେ ଘ […]

ସାମ୍ୱାଦିକଙ୍କ ପିତୃ ବିୟୋଗ

କଟକ,୧୪।୧ (ଏସଏସନିଉଜ) ବାରଙ୍ଗ ଅଞ୍ଚଳର ବେଶ୍ ଜଣାଶୁଣା ତଥା ବରିଷ୍ଠ ସାମ୍ବାଦିକ ଶେଖ୍ ଅବଦୁଲ ମୁନାବଙ୍କ ପିତୃ ବିୟୋଗ ବୁଧବାର ଅପରାହ୍ନରେ ହୋଇଛି। ସାରା ରାଜ୍ୟରେ ପବିତ୍ର ମକର ସଂକ୍ରାନ୍ତି ପାଳନ କରାଯାଉଥିବା ବେଳେ ତାଙ୍କ ପିତା ଶେଖ ଅବଦୁଲ ୱହାବ ୯୦ ବର୍ଷ ବୟସରେ ଇହଲୀଳା ସମ୍ବରଣ କରିଛନ୍ତି। ବାରଙ୍ଗ ଅଞ୍ଚଳରେ ଜଣେ ପ୍ରତିଷ୍ଠିତ ବ୍ୟବସାୟୀ ଭାବେ ତାଙ୍କର ଖ୍ୟାତି ରହିଥିଲା। ଦୀର୍ଘ ଦିନରୁ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ବୁଧବାର ଅପରାହ୍ନରେ ତାଙ୍କ […]